ସଂଜୟ ଶତପଥୀ(କଟକ): ଆଜି କଟକ ର ସର୍ବପୁରାତନ ରଙ୍ଗମଞ୍ଚ “ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚ” ଠାରେ ସାଂସ୍କୃତିକ ଅନୁଷ୍ଠାନ ନିଖିଳ ଉତ୍କଳ କଳା ନିକେତନ ପକ୍ଷରୁ ଆୟୋଜନ କରାଯାଇଛି ତ୍ରୀଦିବସୀୟ ରଙ୍ଗ ମହୋତ୍ସବ। ଏହି କାର୍ଯ୍ୟକ୍ରମରେ ଓଡିଶାର ବହୁ ସୁନାମଧନ୍ୟ ଅନୁଷ୍ଠାନ ଭାଗ ନେଇଥୂବା ବେଳେ ଓଡ଼ିଶୀ ନୃତ୍ୟ, ଡ୍ରାମା ସହିତ ଓଡ଼ିଶା ର କଳାସଂସ୍କୃତି ର ପ୍ରତିଯୋଗିତା ର ଆୟୋଜନ କରାଯାଇଛି। ଆଜି କାର୍ଯ୍ୟକ୍ରମ ର ପ୍ରଥମ ଦିବସର ସନ୍ଧ୍ୟାରେ ଓଡ଼ିଶାର […]

ବାସ୍ତବ ବ୍ୟୁରୋ: ସେଣ୍ଟ୍ରାଲ୍ ବ୍ୟାଙ୍କ୍ ମନିଟାରୀ ପଲିସି କମିଟି (MPC)ର ନିଷ୍ପତ୍ତି କ୍ରମେ ଲଗାତାର ଅଷ୍ଟମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ(RBI)।RBI ଆଜି ଏହାର ମୁଦ୍ରା ନୀତି(RBI କ୍ରେଡିଟ୍ ପଲିସି) ଘୋଷଣା କରିଛି। ଏହି ନିଷ୍ପତି ଫଳରେ ଲୋକଙ୍କୁ ଶସ୍ତା ଋଣ ଏବଂ କମ୍ ଇଏମଆଇ ପାଇଁ ଆହୁରି ଅଧିକ ସମୟ ଅପେକ୍ଷା କରିବାକୁ ପଡିବ । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ […]

ବାସ୍ତବ ବ୍ୟୁରୋ:  ବିଜେଡିର ଶୋଚନୀୟ ପରାଜୟ ହେବା ପରେ ଆଜି ରାଜ୍ୟପାଳଙ୍କୁ ନିଜ ଇସ୍ତଫା ଦେଇଛନ୍ତି ୫ ଥରର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନ ସାଢେ୧୧ଟାରେ ନବୀନ ନିବାସରୁ ବାହାରି ରାଜଭବନ ଅଭିମୁଖେ ବାହାରିଥିଲେ। ସେଠାରେ ସେ ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ନିଜ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ନବୀନ ପଟ୍ଟନାୟକ ରାଜଭବନ ଅଭିମୁଖେ ଯିବା ପୂର୍ବରୁ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସଞ୍ଜୟ ଦାସବର୍ମା, ଅତନୁ ସବ୍ୟସାଚୀ […]

ବାସ୍ତବ ବ୍ୟୁରୋ: ଓଡ଼ିଶାରେ ବିଜେଡି ର ଦୀର୍ଘ ୨୪ ବର୍ଷ ଶାସନ ର ଅବସାନ ଘଟିଛି । ପୂର୍ଣ୍ଣଛେଦ ପଡିଛି ଦେଶରେ ଦୀର୍ଘକାଳୀନ ମୁଖ୍ୟମନ୍ତ୍ରୀ ବନିବାକୁ ଥିବା ରେକର୍ଡରେ । ଏହା ସହ ଏବେ ବିରାମ ଲାଗିଛି ନବୀନ ପଟ୍ଟନାୟକଙ୍କ ରାଜନୈତିକ ଜୟଯାତ୍ରାରେ, ପୂର୍ଣ୍ଣଛେଦ ପଡିଛି ଦେଶରେ ଦୀର୍ଘକାଳୀନ ମୁଖ୍ୟମନ୍ତ୍ରୀ ବନିବାକୁ ଥିବା ରେକର୍ଡରେ ।  ସୂଚନାଯୋଗ୍ୟ, ବିଜେଡି ୨୦୦୦ ମସିହାରୁ ୨୦୨୪ ଏ ପର୍ଯ୍ୟନ୍ତ ଲଗାତାର ୫ ଥର […]

ପ୍ରମୋଦ ନାୟକ(ଭୁବନେଶ୍ବର):ଆଜି ଠିକ୍ ସକାଳ ୮ଟାରୁ ଆରମ୍ଭ ହେବି ନିର୍ବାଚନ ଫଳାଫଳର ଗଣତି। ତେବେ ଏହାକୁ ନେଇ ପୁଲିସ ଡିଜି କହିଛନ୍ତି ଯେ ଗଣତି ସମୟରେ ସୁରକ୍ଷା ବ୍ୟବସ୍ଥା ଓ ଫଳାଫଳ ଘୋଷଣା ପରେ ବିଜୟ ଶୋଭାଯାତ୍ରା ପୁଲିସ ଅନୁମତି ବିନା ହେବ ନାହିଁ । ସେହିପରି ଡିଜି ଅରୁଣ ଷଡ଼ଙ୍ଗା କହିଛନ୍ତି ଯେ ଏଥର ମାଓ ହିଂସା ବିନା ନିର୍ବାଚନ କରାଯାଇପାରିଛି । ପ୍ରତି ଥର ନିର୍ବାଚନ ବେଳେ […]

ଜୟନ୍ତ ଶତପଥୀ(କେନ୍ଦ୍ରାପଡ଼ା):ତା ୦୩/୦୬: କେନ୍ଦ୍ରାପଡ଼ା ଜିଲ୍ଲାରେ ଶାନ୍ତିପୂର୍ଣ୍ଣଭାବେ ସମାପ୍ତ ହୋଇଛି ଭୋଟ୍ ଗ୍ରହଣ। କେନ୍ଦ୍ରାପଡ଼ା ସ୍ଵୟଂଶାସିତ ମହାବିଦ୍ୟାଳୟଠାରେ ଆସନ୍ତାକାଲି ସକାଳ ୮ଘଟିକାରୁ ଆରମ୍ଭ ହେବ ଭୋଟଗଣତି । ପ୍ରତ୍ୟେକ ବିଧାନସଭା ପାଇଁ ୧୦ ଲେଖାଏଁ ଟେବୁଲ୍‌ର ଆୟୋଜନ କରାଯାଇଛି ।ବିଧାନସଭା ଭୋଟ ଗଣତି ପାଇଁ ମୋଟ୍ ୫୦ଟି ଟେବୁଲ୍‌ ରହିଛି ।କ୍ରମିକ ନମ୍ବର ୯୬-ପାଟକୁରା, ୯୭-କେନ୍ଦ୍ରାପଡ଼ା, ୯୮-ଆଳି, ୯୯-ରାଜନଗର, ୧୦୦-ମହାକାଳପଡ଼ା ବିଧାନସଭା କ୍ଷେତ୍ର ପାଇଁ ପ୍ରତିଦ୍ଵନ୍ଦିତା କରୁଥିବା ପ୍ରାର୍ଥୀଙ୍କ ଭୋଗଣତି […]

ବାସ୍ତବ ବ୍ୟୁରୋ: ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥର ୬୫ ହଜାର ୭୪୨ ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ଦେଇଥିବା ବେଳେ ସେ୍ଥିମଧ୍ୟରୁ ୫୬ହଜାର ୪୭ ଜଣ ରାଙ୍କ ପାଇଛନ୍ତି। ବି.ଫାର୍ମାରେ ସାଗରିକା ଦାଶ ଟପ୍ପର ହୋଇଥିବା ବେଳେ ଏମ୍. ଫାର୍ମାରେ ପଦ୍ମାଳୟା ମିଶ୍ର ଟପ୍ପର ହୋଇଛନ୍ତି। ସେହିପରି ଏମବିଏରେ ସୂର୍ଯ୍ୟକାନ୍ତ ପୃଷ୍ଟି, ଏମସିଏ/ଏମଏସସି (କଂପ୍ୟୁଟର ସାଇନ୍ସ)ରେ ବ୍ରହ୍ମାନନ୍ଦ ମହାରଣା, ସିଭିଲ ଇଞ୍ଜିନିୟରିଙ୍ଗରେ ରବୀନ୍ଦ୍ର ସାହୁ, […]

ଭୁବନେଶ୍ବର: ସାରସ୍ବତ ସମାଜ, ଓଡିଶା, ଭୁବନେଶ୍ବର ର ମାସିକ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ସୁସାହିତ୍ଯିକ ତଥା କଣ୍ଠଶିଳ୍ପୀ ଭାରତୀ ଭୂଷଣ ପଟ୍ଟନାୟକ ଙ୍କ ସଭାପତିତ୍ବରେ ୟୁନିଟ ୩ ଭୁବନେଶ୍ଵର ସ୍ଥିତ ଗୋଦାବରୀଶ ସାହିତ୍ୟ ସଂସଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ତଥା ସୁସାହିତ୍ଯିକା ଉଷାରାଣୀ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତାଙ୍କ ବକ୍ତବ୍ଯରେ କବି ଓ କବୟତ୍ରୀ ମାନଙ୍କ ହୃଦୟରେ ଆତ୍ମାରେ ଅହରହ […]

ବାସ୍ତବ ବ୍ୟୁରୋ: ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିଲେ ଏବେ ଗାଡ଼ି ଜବତ ହେବା ସହ ମୋବାଇଲ୍ ମଧ୍ୟ ହେବ ଜବତ । ଗାଡ଼ି କୋର୍ଟ ଚାଲାଣ କରିବା ସହ ମୋବାଇଲକୁ ଜବତ କରିବ ପୋଲିସ । ଚେକିଙ୍ଗ ସମୟରେ ପୋଲିସ ଉପରକୁ ଗାଡ଼ି ଚଢାଇ କେତେକ ଅମାନିଆ ଡ୍ରାଇଭର ଖସି ପଲାଉ ଥିବା ନଜିର ଆସିଛି । ସେମାନଙ୍କୁ ସାବାଡ କରିବା ପାଇଁ କମିସନରେଟ ପୋଲିସ ଏବେ […]

କେନ୍ଦୁଝର,୨/୬ ): ଆଉ ନାହାଁନ୍ତି ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । ୮୮ ବର୍ଷ ବୟସରେ କେନ୍ଦୁଝର ବୈଦ୍ୟରାଜ ସାହି ବାସଭବନରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କ ବିୟୋଗରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି । ଏପ୍ରିଲ ୧ରେ ଶ୍ରୀ କୁଅଁର ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ବୟସାଧିକ୍ୟ କାରଣରୁ ସେ […]

Pin It on Pinterest