ତ୍ରିନାଥ ବାରିକ(ପୁରୀ):ପୁରୀ ଡୁଡୁୱଲା ଧର୍ମଶାଳା ଠାରେ ବରିଷ୍ଠ ଦଇତାପତି ଶ୍ରୀଯୁକ୍ତ ରାମଚନ୍ଦ୍ର ଦାସମହାପାତ୍ରଙ୍କ ମାର୍ଗଦର୍ଶନରେ ଆନ୍ତର୍ଜାତୀୟ ଚାରଣ ଗୋଷ୍ଠୀ ଦ୍ଵାରା ‘ଶ୍ରୀଜଗନ୍ନାଥ କଥା ଗୁରୁକୂଳମ୍- ୪୭ତମ ଚାରଣ ସମ୍ମିଳନୀ’ ର ଉଦଯାପନୀ ଉତ୍ସବ ମହାସମାରୋହରେ ଉଦଯାପିତ ହୋଇଯାଇଛି। ଚାରଣ ମାନଙ୍କର ସାଧନା ହେଉଛି ସ୍ୱାଧ୍ୟାୟ ଯାହା ସେମାନେ ପ୍ରତିଦିନ ତାଙ୍କ ବାସଭବନରେ କରନ୍ତି। କିନ୍ତୁ ମହାପ୍ରଭୁଙ୍କ କରୁଣାରୁ ସେମାନେ ଶ୍ରୀ ମନ୍ଦିର ସମ୍ମୁଖରେ ପ୍ରାତଃ ୫ ଘଟିକା ସମୟରେ ଉପଦଳପତି […]
ରାଜ୍ୟ
ବରଗଡ଼:-୭/୪(ନବୀନ କୁମାର ଦାଶ):ପଶ୍ଚିମ ଓଡିଶା ବରିଷ୍ଠ ନାଗରିକ ମହାସଂଘର ପଞ୍ଚମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ସାଧାରଣ ସଭା ବଲାଙ୍ଗୀର ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ବଲାଙ୍ଗିର ଜିଲ୍ଲା ସଭାପତି ନାରାୟଣ ପାଢୀଙ୍କ ଅନୁରୋଧ କ୍ରମେ ପ୍ରଥମରେ ତିନିଥର ଓଁକାର ଧ୍ୱନି ଦେଇ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା।ମାଁ ପାଟଣେଶ୍ୱରୀଙ୍କ ଫଟୋ ଚିତ୍ରରେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କରି ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା।ମଂଚାସିନ ଥିଲେ ମହାସଂଘର […]
ବାସ୍ତବବ୍ୟୁରୋ: ପରଜଙ୍ଗ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କଙ୍କଡ଼ାହାଡ଼ ବ୍ଲକର ବାଲିକୁମା ପଞ୍ଚାୟତର ହାତୀବାରି ଠାରେ ବିଜେପି ଦଳର ଶତାଧିକ କର୍ମୀ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି,ଆଦର୍ଶ ରେ ଅନୁପ୍ରାଣିତ ହେବା ସହ ମାନ୍ୟବର ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଡାକ୍ତର ନୃସିଂହ ଚରଣ ସାହୁ ଙ୍କ ବିକାଶମୂଳକ କାର୍ଯ୍ୟରେ ପ୍ରଭାବିତ ହେଇ ବିଧିବଦ୍ଧ ଭାବେ ବିଜୁ ଜନତାଦଳରେ ସାମିଲ ହେଲେ । ଏହି ଅବସରରେ ମାନ୍ୟବର ପୁର୍ବତନ ମନ୍ତ୍ରୀ ତଥା […]
ସଂଜୟ ଶତପଥୀ(କଟକ): ସାରା ବିଶ୍ୱରେ ଆଜି ପାଳିତ ହେଉଛି ” ବିଶ୍ବ ସ୍ବାସ୍ଥ୍ୟ ଦିବସ”।ଏହି ପରିପ୍ରେକ୍ଷୀରେ ଆଜି କଟକ ମଙ୍ଗଳାବାଗ ସ୍ଥିତ କାଠଗୋଲା ଠାରେ ଅଗ୍ରଣୀ ଅନୁଷ୍ଠାନ “ସାହାରା ଓଡ଼ିଶା” ପକ୍ଷରୁ ମହାସମାରୋହରେ ବିଶ୍ବ ସ୍ବାସ୍ଥ୍ୟ ଦିବସ, ସୁପ୍ରତିଷ୍ଠିତ ଡାକ୍ତର ଅଜୟ ମହାପାତ୍ର ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଡାକ୍ତର ମଧୁସୂଦନ ପାଣିଗ୍ରାହୀ ଯୋଗଦେଇ ଆଜି ର ଦିବସ ବିଷୟରେ ରେଖାପାତ କରିବା […]
ବରଗଡ:-୭.୪(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଥୁଆ ପାଲି ରାଷ୍ଟ୍ରୀୟ ଶିକ୍ଷା ବିକାଶ ପୂର୍ଣ୍ଣାଙ୍ଗ ବିଦ୍ୟାଳୟ ର ୨୨ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ପ୍ରଥମେ ଅତିଥି ମାନକଂ ପକ୍ଷରୁ ଭାରତ ମାତା, ବାଗ ଦେବୀ ସରସ୍ଵତୀ ଓ ବିଘ୍ନ ବିନାଶ ଗଣେଶ କଂ ପ୍ରତିଛବି ନିକଟରେ ପ୍ରଦୀପ ପ୍ରଜ୍ବଳନ କରି ପୁଷ୍ପ ଅର୍ପଣ କରିଥିଲେ। ଅତିଥି ପରିଚୟ ପ୍ରଦାନ କରିଥିଲେ ବବିତା ଗୁରୁମା। ଏହି ରାଷ୍ଟ୍ରୀୟ ଶିକ୍ଷା ବିକାଶ ପୂର୍ଣ୍ଣାଙ୍ଗ ବିଦ୍ୟାଳୟ […]
ବରଗଡ:(ନବୀନ କୁମାର ଦାଶ)-ବରଗଡ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ ଆଞ୍ଚଳିକ ଆଦିବାସୀ ଉଚ୍ଚ ବିଦ୍ୟାଳୟ ପାହାଡ଼ଶ୍ରୀଗିଡ଼ା କୁ ବିଦ୍ୟାଳୟ ର ପୁରାତନ ଛାତ୍ର ଶ୍ରୀଯୁକ୍ତ ସୁବୋଧ କୁମାର ନାଏକ (ଡାଇରେକ୍ଟର,ଡିଆରଡିଓ,ଚାନ୍ଦ ବାଲି,ବାଲେଶ୍ଵର) ତାଙ୍କର ଧର୍ମପତ୍ନୀ ଶ୍ରୀମତୀ ବିଦ୍ୟାବତୀ ସୁବୋଧ ନାଏକ ଙ୍କ ସହ ପରିଦର୍ଶନ କରିଥିଲେ ।ଏହି ଅବସରରେ ବିଦ୍ୟାଳୟ ପରିସରରେ ଉଭୟଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆ ଯାଇଥିଲା।ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଙ୍କ ସଭାପତିତ୍ବରେ ଏକ ଉଦ୍-ବୋଧନୀ ସଭାର […]
ବାସ୍ତବ ବ୍ୟୁରୋ: ତାଳଚେର କଣିହାଁ ଏନଟିପିସିରେ ଭୟାବହ ଅଗ୍ନିକାଣ୍ଡ । କୋଇଲାରେ ନିଆଁ ଲାଗିଥିବାରୁ ପୁରା ଅଂଚଳ ଧୂଆଁମୟ ହୋଇଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ପ୍ରବଳ ଖରା ସାଙ୍ଗକୁ ଅଗ୍ନିକାଣ୍ଡ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଗରମ ଅନୁଭୂତ ହେଉଛି । ଆଜି ସକାଳ ପ୍ରାୟ ୮ଟା ୧୦ ମିନିଟ୍ ସମୟରେ କୋଇଲା ସ୍ଥାନାନ୍ତର ପଏଂଟ ୧୬ରେ ଅଗ୍ନିକାଣ୍ଡ ଘଟିଥିଲା । ସିଆଇଏସଏଫ ଦ୍ୱାରା ତୁରନ୍ତ […]
ପ୍ରମୋଦ ନାୟକ(ଭୁବନେଶ୍ବର): ୦୫/୦୪/୨୦୨୪- ଆଞ୍ଚଳିକ ଯୋଜନା ପ୍ରଯୁକ୍ତି ଅର୍ଥନୀତି ଓ ପରିସଂଖ୍ୟାନ ଅନୁଷ୍ଠାନ ତରଫରୁ ୫୩ ଜଣ ଶିକ୍ଷା ନିବେଶ ଓଡିଶା ବିଧାନସଭା ପରିଭ୍ରମଣ କରିଥିଲେ । ଏହି ଅବସରରେ ବିଧାନସଭାର କାର୍ଯ୍ୟାବଳୀ ସଂପର୍କରେ ଉକ୍ତ ଶିକ୍ଷା ନିବେଶ ମାନଙ୍କୁ ଓଡିଶା ବିଧାନସଭାର ସଚିବ ଶ୍ରୀ ଦାଶରଥୀ ଶତପଥୀ, ଯୁଗ୍ମ ସଚିବ ଶ୍ରୀ ସତୀଶ ମିଶ୍ର, ଯୁଗ୍ମ ନିର୍ଦ୍ଦେଶକ (ଗ୍ରନ୍ଥାଗାର) ଶ୍ରୀମତୀ ଆରତି ମିଶ୍ର, ନିରାପତ୍ତା ଅଧିକାରୀ ଶ୍ରୀ ଗୋପାଳ […]
ଆଦିତ୍ଯ ବେହେରା(ଭୁବନେଶ୍ବର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଲୋକଙ୍କ ସହିତ ଟେଲିଫୋନରେ କଥା ହୋଇଛନ୍ତି। ସେ କଥା ହୋଇଥିବା ବିଭିନ୍ନ ଅଞ୍ଚଳର ଲୋକଙ୍କ ଠାରୁ ଅଞ୍ଚଳର ବିକାଶ କଥା ପଚାରି ବୁଝିଛନ୍ତି। କାହାକୁ ସ୍କୁଲ କାମ ଚାଲିଛି କି ନାହିଁ ପଚାରିଥିବା ବେଳେ କେଉଁଠି ମନ୍ଦିର କାମ କଣ ହେଲା ବୋଲି ପଚାରିଛନ୍ତି। ଏହିପରି ଭାବେ ଆଜି ସକାଳୁ ନବୀନ ଲୋକଙ୍କ ସମସ୍ୟା ଉପରେ ଅବଗତ ହୋଇଛନ୍ତି। […]


