ସଂଜୟଶତପଥୀ(କଟକ):କଟକ ବାରବାଟୀ ବିଧାୟକ,ତଥା କଂଗ୍ରେସର ଆଗଧାଡିର ନେତା ଇଂ ମହମ୍ମଦ ମୋକିମଙ୍କୁ ଏକ ବଡ ଅସ୍ବସ୍ଥି ମିଳିଛି। ସୁପ୍ରିମକୋର୍ଟ ତାଙ୍କର ବିଧାୟକ ପଦ ରଦ୍ଦ ମାମଲାରେ ରହିତାଦେଶ ଜାରି କରିଛନ୍ତି। କିଛିଦିନ ତଳେ ହାଇକୋର୍ଟ ଇଂ ମୋକିମ୍ ଙ୍କ ବିଧାୟକ ପଦକୁ ରଦ୍ଦ କରି ଦେଇ ଥିଲେ। ଏପରିକି ସେ ପୂର୍ବତନ ବିଧାୟକ ବୋଲି ଲେଖିପାରିବେ ନାହିଁ ବୋଲି କୋର୍ଟ ରାୟ ଦେଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି ମୋକିମ ସୁପ୍ରମକୋର୍ଟର […]

ସଂଜୟ ଶତପଥୀ(କଟକ): କଟକର ଯୋବ୍ରା ସ୍ଥିର ରାଜ୍ୟ ନୈ।ବାଣିଜ୍ଯ ସଂଗ୍ରହାଳୟ ସଭାଗୃହ ରେ ବିଶିଷ୍ଟ ସାହିତ୍ୟିକ ଡକ୍ଟର ଗୋବିନ୍ଦ ଭୂୟାଁ ଙ୍କ ସଭାପତିତ୍ବରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି “ଖୋଲାଝର୍କା” ଷଷ୍ଠ ବାର୍ଷିକ ଉତ୍ସବ। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଓଡ଼ିଶାର ସୁଖ୍ୟାତ କଥାଶିଳ୍ପୀ ଶ୍ରୀ ତରୁଣକାନ୍ତି ମିଶ୍ର ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଲେଖକ ଓ ସାହିତ୍ୟ ସମାଲୋଚକ ପ୍ରଫେସର୍ ବୈଷ୍ଣବ ଚରଣ ସାମଲ ଯୋଗ ଦେଇ […]

ଆଦିତ୍ଯ ବେହେରା(ଭୁବନେଶ୍ୱର): ଲୋକସେବା ଭବନରେ ଅନୁଷ୍ଠିତ ବିଜେଡି ସରକାରର ଶେଷ କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି କି,ଓଡ଼ିଶାର ଭବିଷ୍ୟତ ଉଜ୍ଜ୍ୱଳ। ଆମେ ୨୦୩୬ ମସିହାରେ ଓଡ଼ିଶା ପ୍ରଦେଶ ଗଠନର ଶତବାର୍ଷିକୀ ପାଳନ କରିବାକୁ ଯାଉଛୁ। ସେତେବେଳକୁ ଓଡ଼ିଶା ସବୁ କ୍ଷେତ୍ରରେ ଦେଶରେ ଏକ ନମ୍ବର ହେଉ ଆମେ ଚାହୁଁଛୁ। ଆଗାମୀ ଦଶନ୍ଧି ହେଉଛି ଯୁବବର୍ଗଙ୍କର। ଯୁବବର୍ଗଙ୍କ ମହତ୍ତ୍ୱାକାଂକ୍ଷାକୁ ଗୁରୁତ୍ୱ ଦେଇ ସର୍ବୋତ୍କୃଷ୍ଟ ଶିକ୍ଷା ଓ ନିଯୁକ୍ତି ସୁଯୋଗ […]

ବାସ୍ତବ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୪ଟି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ନବୀନ ପଟ୍ଟନାୟକ ସରକାରର ପଂଚମ ପାଳିର ଏହା ଶେଷ କ୍ୟାବିନେଟ୍ ବୈଠକ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଚନ୍ଦ୍ରଶେଖରପୁରଠାରେ ଯାଦବ ଭବନ ନର୍ମାଣ ପାଇଁ ଉତ୍କଳ ଯାଦବ ମହାସଭା ସପକ୍ଷରେ ୫୦୦ଡିସିମିଲ୍ ଜମିର ପ୍ରିମିୟମ ବାବଦକୁ ୫.୦୬କୋଟି ଟଙ୍କା ଛାଡ଼ କରିବାକୁ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି […]

ସନ୍ତୋଷ ପାତ୍ର (ନର୍ଲା):୧୩/୦୩/୨୪ ଦୀର୍ଘ ୪୫ ବର୍ଷ ରୁ ଉର୍ଦ୍ଧ୍ବ ବର୍ଷ ବିତିଯାଇଥିଲେ ମଧ୍ୟ ମଦନପୁର ରାମପୁର ଠାରେ ନର୍ଲା ରେଞ୍ଜ ଅଫିସ୍ କାହିଁକି କାର୍ଯ୍ୟକାରୀ କରୁଅଛି ଏହାର ଜବାବ ମାଗୁଛନ୍ତି ସାଧାରଣ ଜନତା ସହିତ ନବ ନିର୍ମାଣ କୃଷକ ସଙ୍ଗଠନ ର ବରିଷ୍ଟ ନେତା ଦୁର୍ଯ୍ୟୋଧନ କୁମାର । ଶ୍ରୀଯୁକ୍ତ କୁମାର ଙ୍କ କହିବା ଅନୁଯାୟୀ, ନର୍ଲା ରେଞ୍ଜ ଅଫିସ୍ ଚାରି ଗୋଟି ସେକ୍ସନ କୁ ନେଇ ଗଠିତ […]

ବାସ୍ତବବ୍ୟୁରୋ(କେନ୍ଦ୍ରାପଡ଼ା): ପ୍ରହେଳିକା ରେ ପରିଣତ ହୋଇଛି,ଓଡ଼ିଶା ସରକାରଙ୍କ ଦୁର୍ନୀତିମୁକ୍ତ ଓଡ଼ିଶା ର ସ୍ବପ୍ନ ।ଏହାର ଅନେକ ନମୁନା ଓଡିଶାର ସାଧାରଣ ଜନତାଙ୍କ ନଜରରେ ଅଛି ।କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟମନ୍ତ୍ରୀଙ୍କ ବାପା ମୋ କେନ୍ଦ୍ରାପଡ଼ା କହି ଆସୁଥିବାର ନଜିର ରହିଛି ।ଏବେ ନବୀନ ପଟ୍ଟନାୟକ କହନ୍ତି ମୋ କେନ୍ଦ୍ରାପଡ଼ା ।ହେଲେ କେନ୍ଦ୍ରାପଡ଼ାର ଭାଗ୍ୟ ସବୁବେଳେ ବନ୍ୟାବାତ୍ୟାର କୃରତା ରେ ନିଷ୍ପେସିତ।ବିକାଶ କେନ୍ଦ୍ରାପଡ଼ାର ଜନସାଧାରଣ ଙ୍କ ପାଇଁ ଏକ ସ୍ଲୋଗାନ ହୋଇ ରହିଯାଇଛି […]

ନୂଆଦିଲ୍ଲୀ: ଭାରତୀୟ ଜାତୀୟ କଂଗ୍ରେସ କୁ ଝଟକା ।ଉତ୍ତରପ୍ରଦେଶରେ ଲୋକସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜାତୀୟ କଂଗ୍ରେସ କୁ ବାଏ ବାଏ କଲେ,କଂଗ୍ରେସର ବରିଷ୍ଠ ନେତା ତଥା ତିନିଥର ବିଧାୟକ ଅଜୟ କପୁର ।ସେ ଆଜି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଅଜୟ କପୁର ବିଜେପିରେ ଯୋଗ ଦେବାପରେ କହିଛନ୍ତି କି, ଆଜି ପୁନର୍ବାର ଜନ୍ମ ପାଇଲି ।ମୁଁ ଦେଶର ପ୍ରଧାନମନ୍ତ୍ରୀ ମୋଦୀଙ୍କ ପରିବାରରେ ଯୋଗ ଦେଇ ଅତ୍ଯନ […]

ସଂଜୟ ଶତପଥୀ(କଟକ): କଟକ ଲୋକସଭା କ୍ଷେତ୍ରରେ ବିକଶିତ ଭାରତ ପ୍ରଚାର ଗାଡ଼ି ।ଯଶ୍ଵସୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଜନହିତକର, ଲୋକାଭିମୁଖୀ ଓ ଜନକଲ୍ୟଣକାରୀ କାର୍ଯ୍ୟ ବିଷୟରେ ପ୍ରତି ଘରେ ଘରେ ପହଞ୍ଚାଇବା ପାଇଁ ବିକଶିତ ଭାରତ ପ୍ରଚାର ଗାଡ଼ି ଚୌଦ୍ଵାର କଟକ ବିଧାନସଭା ର ବରିଷ୍ଠ ବିଜେପି ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରଯୁକ୍ତ ନୟନ କିଶୋର ମହାନ୍ତି କଲେଜ ଛକ ସ୍ଥିତ ସୁବାଷ ବୋଷ ଙ୍କ […]

ଆଦିତ୍ଯ ବେହେରା(ଭୁବନେଶ୍ବର): ପଦ୍ମଶ୍ରୀ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି। ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ […]

Pin It on Pinterest