ବାସ୍ତବ ବ୍ୟୁରୋ: ଆସନ୍ତା ୨୦୨୪-୨୫ ଶିକ୍ଷାବର୍ଷରୁ ରାଜ୍ୟରେ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ ଖୋଲିବ । ୧୦ଟି ଜିଲ୍ଲାର ୧୮ଟି ବ୍ଲକରେ ଏହି ସରକାରୀ ଡିଗ୍ରୀ କଲେଜ ଖୋଲିବ। ଆଜି ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଜାରି ବିଜ୍ଞପ୍ତି ଅନୁସାରେ ଶିକ୍ଷାରେ ସମାନତା ଓ ଉତ୍କର୍ଷ ଆଣିବା ସହ ଶିକ୍ଷାକୁ ସୁଦୂର ପ୍ରସାରୀ କରିବା ନିମନ୍ତେ କଲେଜ ନଥିବା ୧୮ଟି ବ୍ଲକରେ ସରକାରୀ ଡିଗ୍ରୀ କଲେଜ(କଳା) ଖୋଲିବାକୁ ରାଜ୍ୟ ଉଚ୍ଚଶିକ୍ଷା […]
ରାଜ୍ୟ
ବାସ୍ତବ ବ୍ୟୁରୋ:ରାଜ୍ୟ କ୍ୟାବିନେଟ୍ ବୈଠକରେ ଶନିବାର ୧୩ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଶ୍ରୀ ଜେନା କହିଛନ୍ତି ଯେ, ରାଜ୍ୟ ସରକାର ଆଜି ୧୩ଟି ପ୍ରସ୍ତାବକୁ ମଂଜୁରୀ ଦେଇଛନ୍ତି। ସେଗୁଡିକ ହେଲା:
ସଂଜୟ ଶତପଥୀ(କଟକ): ସମ୍ପ୍ରଦାୟର ଦଶମ ଧର୍ମଗୁରୁ ଗୁରୁ ଗୋବିନ୍ଦ ସିଂ ଜୀଙ୍କ ପୁତ୍ରମାନଙ୍କ ଶହୀଦତାକୁ ସ୍ମରଣ କରିବା ପାଇଁ ଗତ ବର୍ଷ ଠାରୁ ସାରା ଦେଶରେ ୨୬ ଡିସେମ୍ବର କୁ ବୀର ବାଲ୍ ଦିବସ ରୁପେ ପାଳନ କରାଯାଉଛି।ଏହି ଅବସରରେ ଦିଲ୍ଲୀର ଭାରତ ମଣ୍ଡପମ ଠାରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଉପସ୍ଥିତ ରହି ସ୍ଵାଧୀନତାର ସୁବର୍ଣ୍ଣଯୁଗରେ ‘ବୀର ବାଲ ଦିବସ’ ଆକାରରେ […]
ବାସ୍ତବ ବ୍ୟୁରୋ: ଆଜି କୋରାପୁଟ ଜିଲ୍ଲାରେ ଗଡିଲା ସରକାରଙ୍କ ଲକ୍ଷ୍ମୀ ବସ୍ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଲାଣ୍ଡିଗୁଡ଼ା ସ୍ଥିତ ସରକାରୀ କଲେଜ ପଡ଼ିଆରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ଼ରେ ଏହାର ଉଦଘାଟନ କରିଥିଲେ । ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। କୋରାପୁଟରେ ୬୩ଟି ବସ୍ […]
ସଂଜୟ ଶତପଥୀ(କଟକ):କଟକ ନଗର ଜିଲ୍ଲା ବିଜେପି ତରଫରୁ କଟକ ନଗର ଜିଲ୍ଲା ସଭାପତି ଲଲାଟେନ୍ଦୁ ବଡୁ ଓ ସଦର ଜିଲ୍ଲା ସଭାପତି ପ୍ରକାଶ ବେହେରାଙ୍କ ନେତୃତ୍ୱରେ ଗତ କାଲି ଅପରାହ୍ନରେ କଟକ ସବ କଲେକଟରଙ୍କ ଅଫିସ ସମ୍ମୁଖରେ ରେ ନବୀନ ସରକାରର ଶଙ୍ଖ ଖୋଳପା ଭିତରେ କଂଗ୍ରେସର ଦୁର୍ନୀତି ଗ୍ରସ୍ତ ମଦ ମାଫିଆଙ୍କୁ ଅନୁକମ୍ପା କାରଣରୁ ରାଜ୍ୟ ସଭା ସାଂସଦ ଧୀରାଜ ସାହୁଙ୍କ ଘରୁ ମିଳିଥିବା ବିପୁଳ ବେନାମୀ କଳା […]
ବାସ୍ତବ ବ୍ୟୁରୋ: ଜାନୁଆରୀ ୨ ତାରିଖରୁ +୨ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ ହେବ। ଜାନୁଆରୀ ୨ରୁ ୧୨ ତାରିଖ ଯାଏଁ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗର ବିଭିନ୍ନ ବିଷୟ ପରୀକ୍ଷା ଅନୁଷ୍ଠିତ ହେବ। ବିଜ୍ଞାନ ବିଭାଗର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଉଦ୍ଭିଦ ବିଜ୍ଞାନ, ପ୍ରାଣୀ ବିଜ୍ଞାନ, ଇଲେକ୍ ଟ୍ରୋନିକ୍ସ, କମ୍ପ୍ୟୁଟର ସାଇନ୍ସ, ବାୟୋ- ଟେକ୍ନୋଲୋଜି, ପରିସଂଖ୍ୟାନ, ଭୂଗୋଳ, ଭୂତତ୍ତ୍ବ ବିଜ୍ଞାନ ଓ ଆଇଟି ବିଷୟର ପ୍ରାକ୍ଟିକାଲ ପରୀକ୍ଷା […]
ସଂଜୟ ଶତପଥୀ(କଟକ): ଦାରିଦ୍ର୍ୟ ସୀମାରେଖା ର ତଳେ ରାସ୍ତା କଡ଼ରେ ରହୁଥିବା ଅସହାୟ, ଦରିଦ୍ର, ନିଃସହାୟ ଓ ଅବହେଳିତ ତଥା ବୟସ୍କ ବ୍ୟକ୍ତିମାନେ ସଂପ୍ରତି ପ୍ରବଳ ଶୀତ ପ୍ରଭାବ ରେ ଦୟନୀୟ ଅବସ୍ଥାରେ ନିଜର ଜୀବନ କାଟୁଥିବା ବେଳେ ସହାୟତା ର ହାତ ବଢ଼ାଇଛି ବିଶିଷ୍ଟ ଆଧ୍ୟାତ୍ମିକ ଅନୁଷ୍ଠାନ ଶ୍ରୀରାମକୃଷ୍ଣ ମିଶନ୍। ବିଗତ ଦୁଇ ଦିନ ଧରି କଟକ ର ମାତାମଠସ୍ଥିତ ଶ୍ରୀରାମକୃଷ୍ଣ ମିଶନ୍ ର ପ୍ରମୁଖ, ସନାତନ ଧର୍ମର […]
ବାସ୍ତବ ବ୍ୟୁରୋ: ବାତ୍ୟା ମିଗଜୋମ୍ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। […]
ବାସ୍ତବ ବ୍ୟୁରୋ: ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେଲା ବାତ୍ୟା ମିଗଜୋମ୍। ୬ ଘଣ୍ଟା ହେଲା ଏହା ଘଣ୍ଟା ପ୍ରତି ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ୮ କିଲୋମିଟର ବେଗରେ ଗତି କରୁଛି। ଚେନ୍ନାଇଠାରୁ ଏହା ୯୦ କିଲୋମିଟର ଦୂରରେ ଅଛି। ଏହା ଧୀରେ ଧୀରେ ଆନ୍ଧ୍ର ଉପକୂଳ ଆଡ଼କୁ ଗତି କରୁଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତାକାଲି ଏହା ଭୀଷଣ ବାତ୍ୟାର ରୂପ ନେଇ ଆନ୍ଧ୍ର ଉପକୂଳରେ ଲାଣ୍ଡଫଲ୍ […]


