ସଂଜୟ ଶତପଥୀ(କଟକ): ବରିଷ୍ଠ ନାଗରିକ ମଞ୍ଚ, ମହାନଦୀ ବିହାର, କଟକ ପକ୍ଷରୁ ଆଜି ସକାଳ ଘ୦୮/୩୦ ମିନିଟ୍ ରୁ ଏକ ବିଶାଳ ଶୋଭାଯାତ୍ରା ମହାନଦୀ ଭବନ ପରିସରରୁ ବାହାରି ନଗର ପରିକ୍ରମା କରି ଅବଶେଷରେ ପୁନର୍ବାର ମହାନଦୀ ବିହାର ପରିସରରେ ପହଞ୍ଚିବା ପରେ ମଞ୍ଚର ସଭାପତି ଶ୍ରୀ ରବୀନ୍ଦ୍ରନାଥ ମହାନ୍ତି ଙ୍କ ସଭାପତିତ୍ବରେ ଏକ ସମ୍ମିଳନୀର ଆୟୋଜନ କରାଯାଇଥିଲା।ଏହି ସମ୍ମିଳନୀରେ ବରିଷ୍ଠ ନାଗରିକମାନେ କିପରି ସମ୍ମାନ ଓ ଶାନ୍ତି ରେ […]

ବାସ୍ତବ ବ୍ୟୁରୋ: ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପୂର୍ବରୁ ଆଜି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମ୍ଭାବ୍ୟ ଲଘୁଚାପ ପରବର୍ତ୍ତୀ ସମୟରେ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହାର ପ୍ରଭାବରେ ୩୦ ତାରିଖରୁ ଅକ୍ଟୋବର ୩ ତାରିଖ ସକାଳ ସାଢ଼େ ୮ଟା ଯାଏଁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ […]

ବାସ୍ତବ ବ୍ୟୁରୋ: ବିଜେପିରେ ସାମିଲ ହେଲେ ପୂର୍ବତନ କଳାହାଣ୍ଡି ସାଂସଦ ଅର୍କକେଶରୀ ଦେଓ । ଅର୍କକେଶରୀଙ୍କ ସହ ତାଙ୍କ ପତ୍ନୀ ମାଳବିକା ଦେବୀ ମଧ୍ୟ ବିଜେପିରେ ମିଶିଛନ୍ତି । ଏଥିସହ ମଦନପୁର ଓ ରାମପୁର ରାଜ ପରିବାରର ତନ୍ମୟ ପ୍ରତାପ ସିଂହ ଦେଓ ଏବଂ କୁମାର ସାହେବଙ୍କ ବୋହୂ ତଥା ଅନ୍ତର୍ଜାତୀୟ ସେରାମିକ ଆର୍ଟିଷ୍ଟ ପୃଥ୍ୱୀରାଜ ସିଂହଦେଓଙ୍କ ପତ୍ନୀ ମଧ୍ୟ ସଂଯୁକ୍ତା ଦେବୀ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । […]

ସଂଜୟଶତପଥୀ(କଟକ): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଆତ୍ମନିର୍ଭର ଭାରତ, ପ୍ରଗତିଶୀଳ ଭାରତର ପ୍ରତୀକ,ସମ୍ପୂର୍ଣ୍ଣ ସ୍ବଦେଶୀ କାରିଗରୀ ରେ ନିର୍ମିତ ଓଡିଶା ପାଇଁ ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ରାଉରକେଲା ଭାରତରେ ଅନ୍ୟାନ୍ୟ ଆଠଟି ଟ୍ରେନ ସହ ଆଜି ସେପ୍ଟେମ୍ବର ୨୪ ରେ ଶୁଭାରମ୍ଭ କରାଗଲା । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦିଆଜି ମଧ୍ୟାହ୍ନରେ ସବୁଜ ପତାକା ଦେଖାଇ ନଅଟି ଯାକ […]

ବାସ୍ତବ ବ୍ୟୁରୋ: ଆଜି ରାଜ୍ୟରେ ଗଡ଼ିଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସକୁ ଭିସି ଯୋଗେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ଏକାସଙ୍ଗେ ୯ଟି ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ। ଏହି ୯ଟି ବନ୍ଦେ ଭାରତ ଏକ୍ସପ୍ରେସ ୧୧ଟି ରାଜ୍ୟ ଦେଇ ଯା’ଆସ କରିବ। ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ, ବନ୍ଦେ […]

ସଂଜୟ ଶତପଥୀ(କଟକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନ ସେବା ପକ୍ଷ ପାଳନ ଅବସରରେ ଆଜି ବାରବାଟି କଟକ ନିର୍ବାଚନ ମଣ୍ଡଳୀରେ ରକ୍ତ ଦାନ ଶିବିର ମେରିଆ ବଜାର ରେ ଅନୁଷ୍ଠିତ ହୋଇଥିଲା । କଟକ ନଗର ବିଜେପି ତରଫରୁ ହୋଇଥିବା ଏହି କାର୍ଯ୍ୟକ୍ରମରେ କଟକ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁ, ଯୁବମୋର୍ଚା ସଭାପତି ସତ୍ୟବ୍ରତ ମିଶ୍ର, ଶିବ ନାରାୟଣ ନାୟକ, ହରିଚନ୍ଦନ ନାୟକ, ବିଶ୍ୱଜିତ ପ୍ରଧାନ, ସୁମନ […]

ବାସ୍ତବ ବ୍ୟୁରୋ: ରାଜ୍ୟରେ ଆଗାମୀ ୩-୪  ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ସ୍ପଷ୍ଟ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ୨୭ ତାରିଖ ଠାରୁ ୩-୪ ଦିନ ପର୍ଯ୍ୟନ୍ତ ଶୁଖିଲା ପାଗ ରହିବ । କିନ୍ତୁ ୩୦ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ରାଜ୍ୟରେ ପୁଣି ବର୍ଷା ପରିମାଣ ବଢିବ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପକ୍ଷରୁ […]

ସଂଜୟ ଶତପଥୀ(କଟକ): ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶ୍ଵ ପ୍ରସିଦ୍ଧ କଟକ ଦଶହରା ଭସାଣି ଶୋଭାଯାତ୍ରାରେ ଆସୁଥିବା ସମସ୍ତ ପୂଜା ମଣ୍ଡପର ମେଢକୁ ଓଡ଼ିଶା ଉତ୍କଳ ବାହିନୀ ପରିବାର ତରଫରୁ ଗୌରୀ ଶଙ୍କର ପାର୍କ ଠାରେ ସମ୍ବର୍ଦ୍ଧନା କରାଯିବ । ଏହାର ପୂର୍ବ ପ୍ରସ୍ତୁତି ବୈଠକ ସ୍ଥାନୀୟ ଶିଶୁ ଭବନ ସାଇବାବା ମନ୍ଦିର ପ୍ରାଙ୍ଗଣରେ ହୋଇଯାଇଛି। ଓଡ଼ିଶା ଉତ୍କଳ ବାହିନୀ ପରିବାରର ସଭାପତି ପ୍ରଫୁଲ୍ଲ ଜେଠୀ ଗତ […]

ବାସ୍ତବ ବ୍ୟୁରୋ : ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ । ଏବେ ଗଣଶିକ୍ଷା ବିଭାଗର ମନ୍ତ୍ରୀ ରହିଛନ୍ତି ସୁଦାମ ମାର୍ଣ୍ଡି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ପଦରୁ ପ୍ରମିଳା ମଲ୍ଲିକ ଇସ୍ତଫା ଦେବା ପରେ ଏହି ଅତିରିକ୍ତ ଦାୟିତ୍ୱ ସୁଦାମ ମାର୍ଣ୍ଡିଙ୍କୁ ମିଳିଛି । ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବା ବେଳେ ପୁଣି ଜଣେ ମନ୍ତ୍ରୀଙ୍କୁ ଟିମରେ ସାମିଲ […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୪ ତାରିଖରୁ ଓଡ଼ିଶାରେ ଚାଲିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ପୁରୀରୁ ରାଉଲକେଲା ମଧ୍ୟରେ ଚାଲିବ ଏହି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ। ଦକ୍ଷିଣପୂର୍ବ ରେଳପଥ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜରିଆରେ ଏନେଇ ସୂଚନା ଦିଆଯାଇଛି। ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ ସପ୍ତାହକୁ ୬ ଦିନ ଚଳାଚଳ କରିବ। ଏହା ସକାଳ ୫ଟାରୁ ପୁରୀ ଷ୍ଟେସନରୁ ଛାଡିବାକୁ ଥିବା ବେଳେ ଦିନ ୧୨ଟା ୪୫ ମିନିଟରେ […]

Pin It on Pinterest