ବରଗଡ:-୨୮/୩(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଅତାବିରା ବ୍ଲକ ଅଧିନ ଲରାସରା ପଞ୍ଚାୟତ ଖଇର ପାଲି ୟୁଜିୟୁପି ସ୍କୁଲ ଠାରେ ବିଶ୍ବ ନାଟ୍ୟ ଦିବସ ପାଳିତ ହୋଇଯାଇଛି। ଶିକ୍ଷା ସହିତ ଛାତ୍ରଛାତ୍ରୀ ମାନକଂ ମଧ୍ଯରେ ନାଟ୍ୟକଳା ଆଗ୍ରହ ସୁଷ୍ଟି କରିବା ସହିତ ନାଟକ ମାଧ୍ୟମରେ ସମାଜରେ ଏକ ସଚେତନତା ବାର୍ତ୍ତା ଦେବାକୁ ପ୍ରୟାସ କରାଯାଇଥିଲା। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ପରିବେଶ ସୁରକ୍ଷା ନାମକ ଏକ କ୍ଷୁଦ୍ର ନାଟକ ପ୍ରଦର୍ଶନ […]
ରାଜ୍ୟ
ଆଦିତ୍ଯ ବେହେରା(ଭୁବନେଶ୍ବର): ରାଜ୍ୟ ବିଜେପି ତରଫରୁ ଆଜି ଏକ ପ୍ରତିନିଧୀ ଦଳ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ବିଜେପି କହିଛିକି, ରାଜ୍ୟରେ ଆଚରଣ ବିଧି ଲାଗୁ ହୋଇଥିଲେ ମଧ୍ୟ ବିଜେଡି ତାହାକୁ ଉଲ୍ଲଘଂନ କରୁଛି । ରାଜ୍ୟ ସରକାର ଏସଏଚଜି ଗ୍ରୁପ ମହିଳାମାନଙ୍କୁ ବିଦେଶ ଭ୍ରମଣରେ ନେଉଛନ୍ତି ବୋଲି ଅଭିଯୋଗ କରାଯାଇଛି। ଏଥିସହିତ କେତେକ ସ୍ଥାନରେ ଅଧିକାରୀମାନେ ତିନି ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟ […]
ନବୀନ ଦାଶ(ବରଗଡ):-୨୮/୩-ବରଗଡ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ ମନାପଡ଼ା ପଞ୍ଚାୟତ ଟିଙ୍ଗିପାଲି ଗ୍ରାମରେ ବୁଧବାର ଦିନ ଠାରୁ ୭୫ତମ ୨୪ପ୍ରହରୀ ନାମଯଜ୍ଞ ପାଇଁ ଗାଁରେ ଥିବା ଡେଙ୍ଗେଇ କଣ୍ଟା(ଜଳାଶୟ) ତୁଠରେ ସୁବିଜ୍ଞ ପଣ୍ଡିତ ମାନଙ୍କ ଦ୍ଵାରା ପୂଜାର୍ଚ୍ଚନା ପୂର୍ବକ ଏକ ବିଶାଳ ଶୋଭାଯାତ୍ରା କର୍ତ୍ତା ଓ ମହିଳା ଭକ୍ତ ମାନଙ୍କ ଦ୍ଵାରା ହରିବୋଲ,ହୁଳହୁଳି ର ତାଳରେ ଜଳପୂର୍ଣ୍ଣ କଳସ ମୁଣ୍ଡାଇ ଗ୍ରାମ ପରିକ୍ରମା ସହ ଯଜ୍ଞ ମଣ୍ଡପ ରେ ସ୍ଥାପନ […]
ନର୍ଲା ଆସନ ପାଇଁ ବିଜେଡ଼ି ଆଶାୟୀ ପ୍ରାର୍ଥୀଙ୍କ ଲମ୍ବା ଲାଇନ୍ ଫାଇଦା ଉଠାଇ ପାରନ୍ତି ତୃତୀୟ ଅଦୃଶ୍ୟ ଶକ୍ତି କିମ୍ୱାରିପିଟ ହେବକି ନର୍ଲା ବିଧାନସଭା ଆସନ ?ସନ୍ତୋଷ ପାତ୍ର(ନର୍ଲା)୨୮/୦୩/୨୪: କଳାହାଣ୍ଡି ଜିଲ୍ଲା ର ପାଞ୍ଚଟି ବିଧାନସଭା ଆସନ ମଧ୍ୟରୁ ନର୍ଲା ଆସନ ଟି ଦୀର୍ଘ ଦୁଇ ମାସ ଧରି ନର୍ଲା ରୁ ରାଜଧାନୀ ପର୍ଯ୍ୟନ୍ତ ଚର୍ଚ୍ଚାରେ ରହି ଆସୁଅଛି । ବିଜେଡି ଦଳର ଆଶାୟୀ ପ୍ରାର୍ଥୀ ଙ୍କ ତାଲିକା ବହୁତ […]
ବାସ୍ତବ ବ୍ୟୁରୋ: ହୋଲିକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ କମିସନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଅମାନିଆଙ୍କୁ ଜଗିବା ପାଇଁ ୩୧ଟି ସ୍ଥାନରେ ମୁତୟନ ହେବେ ପୋଲିସ ଓ ଷ୍ଟ୍ରାଇକିଂ ଫୋର୍ସ । ଅପମିଶ୍ରଣ ହୋଇଥିବା କେମିକାଲ ରଙ୍ଗ ବ୍ୟବହାର କଲେ ନିଆଯିବ ଆକ୍ସନ। ରାସ୍ତାରେ ପାଟ୍ରୋଲିଂ ବଢ଼ାଯିବ। କେମିକାଲ ରଙ୍ଗ ବିକ୍ରି କରୁଥିବା ଦୋକାନ ଉପରେ ଚଢାଉ ହେବ। ଆଜି ଏ ନେଇ ସୂଚନା ଦେଇଛନ୍ତି […]
ସଂଜୟଶତପଥୀ(କଟକ):କଟକ ବାରବାଟୀ ବିଧାୟକ,ତଥା କଂଗ୍ରେସର ଆଗଧାଡିର ନେତା ଇଂ ମହମ୍ମଦ ମୋକିମଙ୍କୁ ଏକ ବଡ ଅସ୍ବସ୍ଥି ମିଳିଛି। ସୁପ୍ରିମକୋର୍ଟ ତାଙ୍କର ବିଧାୟକ ପଦ ରଦ୍ଦ ମାମଲାରେ ରହିତାଦେଶ ଜାରି କରିଛନ୍ତି। କିଛିଦିନ ତଳେ ହାଇକୋର୍ଟ ଇଂ ମୋକିମ୍ ଙ୍କ ବିଧାୟକ ପଦକୁ ରଦ୍ଦ କରି ଦେଇ ଥିଲେ। ଏପରିକି ସେ ପୂର୍ବତନ ବିଧାୟକ ବୋଲି ଲେଖିପାରିବେ ନାହିଁ ବୋଲି କୋର୍ଟ ରାୟ ଦେଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି ମୋକିମ ସୁପ୍ରମକୋର୍ଟର […]
ସଂଜୟ ଶତପଥୀ(କଟକ): କଟକର ଯୋବ୍ରା ସ୍ଥିର ରାଜ୍ୟ ନୈ।ବାଣିଜ୍ଯ ସଂଗ୍ରହାଳୟ ସଭାଗୃହ ରେ ବିଶିଷ୍ଟ ସାହିତ୍ୟିକ ଡକ୍ଟର ଗୋବିନ୍ଦ ଭୂୟାଁ ଙ୍କ ସଭାପତିତ୍ବରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି “ଖୋଲାଝର୍କା” ଷଷ୍ଠ ବାର୍ଷିକ ଉତ୍ସବ। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଓଡ଼ିଶାର ସୁଖ୍ୟାତ କଥାଶିଳ୍ପୀ ଶ୍ରୀ ତରୁଣକାନ୍ତି ମିଶ୍ର ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଲେଖକ ଓ ସାହିତ୍ୟ ସମାଲୋଚକ ପ୍ରଫେସର୍ ବୈଷ୍ଣବ ଚରଣ ସାମଲ ଯୋଗ ଦେଇ […]
ଆଦିତ୍ଯ ବେହେରା(ଭୁବନେଶ୍ୱର): ଲୋକସେବା ଭବନରେ ଅନୁଷ୍ଠିତ ବିଜେଡି ସରକାରର ଶେଷ କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି କି,ଓଡ଼ିଶାର ଭବିଷ୍ୟତ ଉଜ୍ଜ୍ୱଳ। ଆମେ ୨୦୩୬ ମସିହାରେ ଓଡ଼ିଶା ପ୍ରଦେଶ ଗଠନର ଶତବାର୍ଷିକୀ ପାଳନ କରିବାକୁ ଯାଉଛୁ। ସେତେବେଳକୁ ଓଡ଼ିଶା ସବୁ କ୍ଷେତ୍ରରେ ଦେଶରେ ଏକ ନମ୍ବର ହେଉ ଆମେ ଚାହୁଁଛୁ। ଆଗାମୀ ଦଶନ୍ଧି ହେଉଛି ଯୁବବର୍ଗଙ୍କର। ଯୁବବର୍ଗଙ୍କ ମହତ୍ତ୍ୱାକାଂକ୍ଷାକୁ ଗୁରୁତ୍ୱ ଦେଇ ସର୍ବୋତ୍କୃଷ୍ଟ ଶିକ୍ଷା ଓ ନିଯୁକ୍ତି ସୁଯୋଗ […]
ବାସ୍ତବ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୪ଟି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ନବୀନ ପଟ୍ଟନାୟକ ସରକାରର ପଂଚମ ପାଳିର ଏହା ଶେଷ କ୍ୟାବିନେଟ୍ ବୈଠକ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଚନ୍ଦ୍ରଶେଖରପୁରଠାରେ ଯାଦବ ଭବନ ନର୍ମାଣ ପାଇଁ ଉତ୍କଳ ଯାଦବ ମହାସଭା ସପକ୍ଷରେ ୫୦୦ଡିସିମିଲ୍ ଜମିର ପ୍ରିମିୟମ ବାବଦକୁ ୫.୦୬କୋଟି ଟଙ୍କା ଛାଡ଼ କରିବାକୁ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି […]


