ସଂଜୟ ଶତପଥୀ(କଟକ): ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ସ୍ମୃତିରେ ଉତ୍ସର୍ଗୀକୃତ ଏକ ଅନନ୍ୟ କାର୍ଯ୍ୟକ୍ରମ”ଅଟଳ ଫେଷ୍ଟ୍ ଓ ଅଟଳ ଓଡିଶା ଆଇକନ୍ ଆଓ୍ବାର୍ଡ-୨୫”,ତିନି ଦିନ ଧରି ଚାଲି ଥିବା ମହିଳା ଦିବସର ଆଜି ଅନ୍ତିମ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର, ସମ୍ମାନିତ ଅତିଥି ବିନୋଦ ଦାଶ ବରିଷ୍ଠ ବିଜେପି ନେତା ନୟନ କିଶୋର ମହାନ୍ତି, କଟକ ଜିଲ୍ଲା ବିଜେପି ଗ୍ରାମୀଣ ସଭାପତି ରାମ ନାରାୟଣ ମହାନ୍ତି […]
ରାଜ୍ୟ ରାଜନୀତି
‘ଅସ୍ତିତ୍ୱ ବଜାୟ ରଖିବା ଓ ନ୍ୟୁଜରେ ରହିବା’ ହେଉଛି ଉଭୟ ଦଳର ପ୍ରକୃତ ଉଦ୍ଦେଶ୍ୟ ନିଜ ନିଜ ଶାସନ କାଳରେ ‘କଂଗ୍ରେସ ଏବଂ ବିଜେଡି’ ରାଜ୍ୟରେ ମହିଳା ସୁରକ୍ଷା ଓ ସଶକ୍ତିକରଣ ପାଇଁ କାର୍ଯ୍ୟ କରିଥିଲେ, ଆଜି ଏଭଳି ପରିସ୍ଥିତି ସୃଷ୍ଟି ହୋଇନଥାନ୍ତା ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବା ପୂର୍ବରୁ ନିଜ ଶାସନ କାଳର କାର୍ଯ୍ୟକଳାପକୁ ଉଭୟ ବିଜେଡି ଓ କଂଗ୍ରେସ ଦଳ ଆତ୍ମସମୀକ୍ଷା କରିବା ଉଚିତ୍ ଥିଲା […]
କାର୍ଯ୍ୟକର୍ତାଙ୍କ ପାଇଁ ବିଜେପି ରାଜ୍ୟରେ ଏକାକୀ ସରକାର ଗଠନ କରିପାରିଛି ମନମୋହନ ଚତୁର୍ଥ ଥର ସଭାପତି, ମୋହନ ମାଝୀ ଚତୁର୍ଥ ଥର ବିଧାୟକ,ଏହି ଯୋଡ଼ାକୁ ଘୋଡ଼ା ସରି ନୁହେଁ : ମୁଖ୍ୟମନ୍ତ୍ରୀ ମନମୋହନଙ୍କ ନେତୃତ୍ୱରେ ସରକାର ଏବଂ ସଂଗଠନ ଆଗକୁ ବଢ଼ିବ: ବୈଜୟନ୍ତ ପଣ୍ଡା ରାଜ୍ୟରେ ତ୍ରିପଲ ଏମ୍ ସରକାର ଚାଲିଛି, ମୋଦି, ମୋହନ, ମନମୋହନ: ସମ୍ବିତ ପାତ୍ର ଓଡ଼ିଶାରେ ଲମ୍ବା ଇନିଂସ ଖେଳିବ ବିଜେପି ସରକାର ଅସମ୍ଭବ […]
ରାଜ୍ୟ ସଭାପତି ପଦରେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କଲେ ମନମୋହନ ସାମଲ ସମସ୍ତ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନାମାଙ୍କନ ଦାଖଲ କଲେ ଆଜି ସଭାପତିଙ୍କ ନାମ ଘୋଷଣା…. ଭୁବନେଶ୍ୱର(ନି.ପ୍ର):ବିଜେପି ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି । ରାଜ୍ୟ ସଭାପତି ପଦରେ ଏକମାତ୍ର ପ୍ରାର୍ଥୀଭାବେ ଶ୍ରୀ ମନମୋହନ ସାମଲ […]
୧୦୮ ଆମ୍ବୁଲାନ୍ସ ଅବ୍ୟବସ୍ଥା ଯୋଗୁଁ ଯୁବକଙ୍କ ମୃତୁ୍ୟ ଘଟଣାସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସରକାରଙ୍କ ଅପରାଧିକଅବହେଳା: ବିଜେଡି।ଆମ୍ବୁଲାନ୍ସ ପରିଚାଳନାରେ ସ୍ୱାସ୍ଥ୍ୟ ବିଭାଗର ଚରମ ଦାୟିତ୍ୱହୀନତା ଜୀବନର ମୂଲ୍ୟ ୪ ଲକ୍ଷ ଟଙ୍କା ନୁହେଁ।ପ୍ରଚାର ଓ ଉତ୍ସବରେ ନ ମାତି ଜୀବନର ମୂଲ୍ୟ ବୁଝନ୍ତୁ ସରକାର।ଭୁବନେଶ୍ୱର(ନି.ପ୍ର)୦୬/୦୭/: ୧୦୮ ଆମ୍ବୁଲାନ୍ସ ସେବା କ୍ଷେତ୍ରରେ ଚରମ ଅବ୍ୟବସ୍ଥା ଲାଗି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଆଇତପୁର ଗ୍ରାମର ଶଙ୍କର ମହାରଣା ନାମକ ଏକ ଯୁବକର ମୃତୁ୍ୟ […]
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏବଂ ରାଜ୍ୟ ଉଚ୍ଚଶିକ୍ଷା,କ୍ରୀଡା ଓ ସଂସ୍କୃତି ବିଭାଗ ମନ୍ତ୍ରୀ ୨୨୦୭.୭ ଲକ୍ଷ ଅଟକଳ ମୂଲ୍ୟର ୧୬ ଗୋଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ସହ ହିତାଧିକାରୀଙ୍କୁ ପ୍ରଦାନ କଲେ ବିଭିନ୍ନ ସରକାରୀ ସୁବିଧା। ବରଗଡ଼(ନବୀନ ଦାଶ) ୨୮/୦୬:ରାଜ୍ୟ ସରକାର ଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆଜି ସ୍ଥାନୀୟ ଆରଏମସି ପଡିଆ ଠାରେ ଗରିବ କଲ୍ୟାଣ ଏବଂ ବିକାଶ ସମାବେଶ ଅନୁଷ୍ଠିତ ହୋଇଛି।ସମାବେଶରେ ମୁଖ୍ୟ ଅତିଥି ଭାବେ […]
ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକରେ ରାଜ୍ୟ ବିଜେପିର ଶୋକ । ରାଜ୍ୟ କାର୍ଯ୍ୟାଳୟରେ ପାର୍ଥୀବ ଶରୀର ପହଂଚିବା ପରେ ରାଜ୍ୟ ସଭାପତି, ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ପଦାଧିକାରୀ, କାର୍ଯ୍ୟକର୍ତା ଜଣାଇଲେ ଶ୍ରଦ୍ଧାଞ୍ଜଳୀ । ବାସ୍ତବବ୍ୟୁରୋ(ଭୁବନେଶ୍ୱର)୩୦/୦୫: ବିଶିଷ୍ଟ ରାଜନେତା, ବିଜେପିର ପ୍ରଥମ ତଥା ପୂର୍ବତନ ବିଧାୟକ ଶ୍ରୀ ପ୍ରସନ୍ନ ପଟ୍ଟନାୟକଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା । […]
ପଛୁଆବର୍ଗଙ୍କୁ ପୂର୍ଣ୍ଣ ସାମ୍ବିଧାନିକ ଅଧିକାର ଦେବାକୁ ବିଜେପି ବଦ୍ଧପରିକର: ମନମୋହନ ସାମଲ ମେଡିକାଲ, ଟେକ୍ନିକାଲ ଏବଂ ସ୍କିଲ ଶିକ୍ଷା କ୍ଷେତ୍ରରେ ୧୧.୨୫ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ବିଜେପି ପ୍ରତିଶୃତିବଦ୍ଧ ପଛୁଆବର୍ଗର ଦାବି ନେଇ ବିଜେଡି, କଂଗ୍ରେସ କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ୫୦ ପ୍ରତିଶତ ସଂରକ୍ଷଣ ସୀମା କୋହଳ ପାଇଁ ଉଚ୍ଚତମ ନ୍ୟାୟଳୟରେ ୨୦୧୭ ମସିହାର ମାମଲାକୁ କାହିଁକି ବିଜେଡି ସଠିକ୍ ଭାବରେ ଲଢ଼ିନଥିଲା? ମୋଦି ସରକାର ଜାତି […]
ଚାଷୀମାନଙ୍କୁ ସମୃଦ୍ଧ କରିବା ପାଇଁ ରାଜ୍ୟ ସରକାର ସ୍ୱଳ୍ପ ସମୟ ମଧ୍ୟରେ କରିଥିବା କୃଷକ କଲ୍ୟାଣକାରୀ ଯୋଜନା ଏକ ଐତିହାସିକ ପଦକ୍ଷେପ କୃଷି କ୍ଷେତ୍ରରେ ଓଡ଼ିଶା ଏବେ ରପ୍ତାନୀ ରାଜ୍ୟ ଭାବେ ପରିଣତ ହୋଇଛି :କନକବର୍ଦ୍ଧନ ସିଂଦେଓ କୃଷି କଲ୍ୟାଣକାରୀ ଯୋଜନାଗୁଡ଼ିକୁ ରାଜ୍ୟର ସବୁ ଲୋକଙ୍କ ପାଖରେ ପହଂଚାଇବାକୁ ଆହ୍ୱାନବାସ୍ତବବ୍ୟୁର(ଭୁବନେଶ୍ୱର)ତା.୫/୫: ରାଜ୍ୟରେ ବିଜେପି ସରକାର ଗଠନ କରିବା ପରେ ଚାଷୀମାନଙ୍କୁ ସମୃଦ୍ଧ କରିବା ପାଇଁ ସ୍ୱଳ୍ପ ସମୟ ମଧ୍ୟରେ […]
ବାସ୍ତବ ବ୍ୟୁରୋ: ବିଜୁ ଜନତା ଦଳ(ବିଜେଡି)ର ନୂଆ ସାଂଗଠନିକ ଟିମ୍ ଗଠନ ହୋଇଛି। ଦଳ ସୋମବାର ପଦପଦବୀ ତାଲିକା ଘୋଷଣା କରିଛି। ଦଳରେ ୬ଟି ସାଂଗଠନିକ ଜିଲ୍ଲାର ସଭାପତି, ୧୫ ଉପସଭାପତି, ୨୦ ବରିଷ୍ଠ ସାଧାରଣ ସଂପାଦକ ଓ ୩୫ ସାଧାରଣ ସଂପାଦକ ନିଯୁକ୍ତ କରାଯାଇଛି। ସୁବାସ ସିଂଙ୍କୁ କୋଷାଧ୍ୟକ୍ଷ ଦାୟିତ୍ଵ ଦିଆଯାଇଛି। ଏସବୁ ପଦରେ ନେତାମାନଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ନିଯୁକ୍ତ କରିଛନ୍ତି। ପ୍ରଥମ ଥର ବିଜେଡିରେ […]