ବାସ୍ତବ ବ୍ୟୁରୋ: ବିଜୁ ଜନତା ଦଳ(ବିଜେଡି)ର ନୂଆ ସାଂଗଠନିକ ଟିମ୍ ଗଠନ ହୋଇଛି। ଦଳ ସୋମବାର ପଦପଦବୀ ତାଲିକା ଘୋଷଣା କରିଛି। ଦଳରେ ୬ଟି ସାଂଗଠନିକ ଜିଲ୍ଲାର ସଭାପତି, ୧୫ ଉପସଭାପତି, ୨୦ ବରିଷ୍ଠ ସାଧାରଣ ସଂପାଦକ ଓ ୩୫ ସାଧାରଣ ସଂପାଦକ ନିଯୁକ୍ତ କରାଯାଇଛି। ସୁବାସ ସିଂଙ୍କୁ କୋଷାଧ୍ୟକ୍ଷ ଦାୟିତ୍ଵ ଦିଆଯାଇଛି। ଏସବୁ ପଦରେ ନେତାମାନଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ନିଯୁକ୍ତ କରିଛନ୍ତି। ପ୍ରଥମ ଥର ବିଜେଡିରେ […]

>୩୦୦ ଦିନରେ ଡବଲ ଇଞ୍ଜିନ ସରକାରଙ୍କ ଉପଲବ୍ଧି କ’ଣ ? >ବିକଶିତ ଓଡ଼ିଶା ପାଇଁ ଆଗାମୀ ୪ ବର୍ଷର ରୋଡମ୍ୟାପ ପ୍ରକାଶ କରିବେ କି ? >ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟପାହ୍ୟା/ ଫୋକସ ଷ୍ଟେଟ୍ ମାନ୍ୟତା କେବେ ମିଳିବ ? >ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ ବୃଦ୍ଧି କେବେ ? ବାସ୍ତବବ୍ୟୁରୋ(ଭୁବନେଶ୍ୱର)୨୮/୦୪/୨୦୨୫: ସରକାରକୁ ଆସିବାର ଶହେ ଦିନ ଭିତରେ ରାଜ୍ୟରେ ଆଖିଦୃଶିକାାର୍ଯ୍ୟ ଦେଖାଇବୁ ବୋଲି କହିଥିବା ବିଜେପି ସରକାରକୁ ତିନି ଶହ ଦିନ […]

 ବିଜେପି ଉପରେ ଆସ୍ଥା ଓ ବିଶ୍ୱାସ ପ୍ରକଟ କରି ନିଆଳୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନିଆଳୀ ବ୍ଲକର ବିଭିନ୍ନ ପଂଚାୟତର ସରପଂଚ, ସମିତିସଭ୍ୟ, ୱାର୍ଡ ମେମ୍ବର ଓ ବରିଷ୍ଠ ନେତାଙ୍କ ବିଜେପିରେ ଯୋଗଦାନ ସମସ୍ତ ନୂତନ ସଦସ୍ୟଙ୍କୁ ସ୍ୱାଗତ ଜଣାଇଲେ ରାଜ୍ୟ ସଭାପତିବାସ୍ତବବ୍ୟୁରୋ(ଭୁବନେଶ୍ୱର):ତା.୨୩/୦୪-ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ବିଜେପି ସରକାର ବଦ୍ଧପରିକର । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଏବଂ ରାଜ୍ୟରେ […]

 ତ୍ୟାଗ, ନିରନ୍ତର ସଂଗ୍ରାମ ବଳରେ ଜନନାୟକ ବନିପାରିଥିଲେ ଡ.ଦେବେନ୍ଦ୍ର ପ୍ରଧାନ : ଶ୍ରୀ ମନମୋହନ ସାମଲ ଓଡ଼ିଶା ରାଜନୀତିରେ ଡ.ଦେବେନ୍ଦ୍ର ପ୍ରଧାନଙ୍କ ଯୋଗଦାନ ସବୁଦିନ ପାଇଁ ଅମର ହୋଇ ରହିବ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସରଳ ବ୍ୟକ୍ତିତ୍ୱ ବଳରେ ସମସ୍ତଙ୍କ ପ୍ରିୟପାତ୍ର ହୋଇପାରିଥିଲେ: କେନ୍ଦ୍ରମନ୍ତ୍ରୀ ଶ୍ରୀ ଗିରିରାଜ ସିଂହ ବିପରୀତ ପରିସ୍ଥିତିରେ କାର୍ଯ୍ୟକର୍ତାକୁ ଯୋଡି ସଂଗଠନକୁ ମଜବୁତ କରିବାର ମୂଳଦୁଆ ପକାଇଥିଲେ : ରାଷ୍ଟ୍ରୀୟ […]

ବାସ୍ତବ ବ୍ୟୁରୋ : ଦୀର୍ଘ ଦିନ ଯାଏ ଖାଲି ପଡିଥିବା ଓଡ଼ିଶା ପ୍ରଦେଶ କଂଗ୍ରେସର ସଭାପତି ପଦବୀ କୁ ମିଳିଛି ଏହାର ନୂଆ ମୁଖିଆ । ପୂର୍ବତନ ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସଙ୍କୁ ପିସିସି ସଭାପତି ନିଯୁକ୍ତ କରାଯାଇଛି । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ଅନୁମୋଦନ କ୍ରମେ ତାଙ୍କୁ ଏହି ନିଯୁକ୍ତି ଦିଆଯାଇଛି। ସାଧାରଣ ନିର୍ବାଚନ ପରେ ଶରତ ପଟ୍ଟନାୟକ ପିସିସି ସଭାପତି ପଦରୁ ଇସ୍ତଫା […]

ହାଇକୋର୍ଟ ସମେତ ସମସ୍ତ ଆଇନ ଅଦାଲତ ମାନଙ୍କରେ ଖୁବଶୀଘ୍ର ସରକାରୀ ଓକିଲ ନିଯୁକ୍ତି ହବାପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି କହିଛନ୍ତି, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।

ଶ୍ରୀ ପଟ୍ଟନାୟକ କହିଥିଲେ ବିଜେଡି ସରକାର ରେ ଥିବା ବେଳେ ଲୋକଙ୍କ ପାଇଁ ଅନେକ ଭଲ କାମ କରିଥିଲା.ଲୋକଙ୍କ ଭଲ ପାଇବା ଏବେବି ଆମ ସହିତ ରହିଛି.ତେଣୁ ଲୋକଙ୍କ ସେବା ଜାରି ରଖିବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ ।ବିଜେଡି ର ବରିଷ୍ଠ ନେତା ଶ୍ରୀ ଦେବୀପ୍ରସାଦ ମିଶ୍ର ଉଭୟ ବୈଠକ ସଂଯୋଜନା କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ମନୋହର ରନ୍ଧାରୀ ,ବିଧାୟକ ଦିବ୍ୟଶଙ୍କର ମିଶ୍ର ,ବିଧାୟକ ମନୋରମା ମହାନ୍ତି, […]

ପ୍ରକଳ୍ପକୁ ସବୁ ସ୍ତରରେ ଜୋରଦାର ବିରୋଧ କରାଯିବ ଆଦିବାସୀ ଭାଇ ଭଉଣୀଙ୍କ ହକ ପାଇଁ ବିଜେଡିର ଲଢ଼େଇ ଜାରି ରହିବ ଭୁବନେଶର(ନି.ପ୍ର)୧୦/୦୯/୨୦୨୪:ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ବିଜୁ ଜନତା ଦଳର ପୋଲାଭରମ ଟିମ ଆଜି ସକାଳେ ନବୀନ ନିବାସରେ ଭେଟି ତାଙ୍କର ରିପୋର୍ଟ ପ୍ରଦାନ କରିଛନ୍ତି । ଏ ଅବସରରେ ସେମାନେ ବିରୋଧି ଦଳ ନେତାଙ୍କୁ ପ୍ରକଳ୍ପ ଅଞ୍ଚଳର ବାସ୍ତବ ସ୍ଥିତି ସଂପର୍କରେ ଅବଗତ କରାଇଥିଲେ । […]

ବାସ୍ତବ ବ୍ୟୁରୋ: ବିଜେଡି ଓ ରାଜ୍ୟସଭାରୁ ଇସ୍ତଫା ଦେଇ ବିଜେପିରେ ଯୋଗ ଦେଲେ ସୁଜିତ କୁମାର । ସେ ବିଜେଡି ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଓ ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ଇସ୍ତଫାପତ୍ର ପଠାଇଛନ୍ତି । ଦଳରେ ତାଙ୍କୁ କୋଣଠେସା କରାଯାଇଥିବାରୁ ସେ ଦଳରୁ ଇସ୍ତଫା ଦେଇଥିବା କୁହାଯାଉଛି । ନିଜର ପ୍ରତିକ୍ରିୟାରେ ସୁଜିତ କୁମାର କହିଛନ୍ତି କି ସାଧାଣ ଲୋକଙ୍କ ସ୍ବାର୍ଥ ଦୃଷ୍ଟିରୁ ଇସ୍ତଫା ଦେଲି ।  ଏହାପରେ ନୂଆଦିଲ୍ଲୀ ବିଜେପି […]

ଭୁବନେଶ୍ୱର(ନି.ପ୍ର): ଯାଜପୁର ଜିଲ୍ଲା ଅନ୍ତର୍ଗତ ବରୀ ନିର୍ବାଚନ ମଣ୍ଡଳୀର ବିଧାୟକ ବିଶ୍ବର ଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡିଙ୍କ ସହ ଅନେକ ସରପଞ୍ଚ ଓ ସମିତିସଭ୍ୟ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ, ବିଜୁ ଜନତା ଦଳର ବରିଷ୍ଠ ନେତା […]

Pin It on Pinterest