ପଛୁଆବର୍ଗଙ୍କୁ ପୂର୍ଣ୍ଣ ସାମ୍ବିଧାନିକ ଅଧିକାର ଦେବାକୁ ବିଜେପି ବଦ୍ଧପରିକର: ମନମୋହନ ସାମଲ ମେଡିକାଲ, ଟେକ୍ନିକାଲ ଏବଂ ସ୍କିଲ ଶିକ୍ଷା କ୍ଷେତ୍ରରେ ୧୧.୨୫ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ବିଜେପି ପ୍ରତିଶୃତିବଦ୍ଧ ପଛୁଆବର୍ଗର ଦାବି ନେଇ ବିଜେଡି, କଂଗ୍ରେସ କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ୫୦ ପ୍ରତିଶତ ସଂରକ୍ଷଣ ସୀମା କୋହଳ ପାଇଁ ଉଚ୍ଚତମ ନ୍ୟାୟଳୟରେ ୨୦୧୭ ମସିହାର ମାମଲାକୁ କାହିଁକି ବିଜେଡି ସଠିକ୍ ଭାବରେ ଲଢ଼ିନଥିଲା? ମୋଦି ସରକାର ଜାତି […]
ରାଜ୍ୟ ରାଜନୀତି
ଚାଷୀମାନଙ୍କୁ ସମୃଦ୍ଧ କରିବା ପାଇଁ ରାଜ୍ୟ ସରକାର ସ୍ୱଳ୍ପ ସମୟ ମଧ୍ୟରେ କରିଥିବା କୃଷକ କଲ୍ୟାଣକାରୀ ଯୋଜନା ଏକ ଐତିହାସିକ ପଦକ୍ଷେପ କୃଷି କ୍ଷେତ୍ରରେ ଓଡ଼ିଶା ଏବେ ରପ୍ତାନୀ ରାଜ୍ୟ ଭାବେ ପରିଣତ ହୋଇଛି :କନକବର୍ଦ୍ଧନ ସିଂଦେଓ କୃଷି କଲ୍ୟାଣକାରୀ ଯୋଜନାଗୁଡ଼ିକୁ ରାଜ୍ୟର ସବୁ ଲୋକଙ୍କ ପାଖରେ ପହଂଚାଇବାକୁ ଆହ୍ୱାନବାସ୍ତବବ୍ୟୁର(ଭୁବନେଶ୍ୱର)ତା.୫/୫: ରାଜ୍ୟରେ ବିଜେପି ସରକାର ଗଠନ କରିବା ପରେ ଚାଷୀମାନଙ୍କୁ ସମୃଦ୍ଧ କରିବା ପାଇଁ ସ୍ୱଳ୍ପ ସମୟ ମଧ୍ୟରେ […]
ବାସ୍ତବ ବ୍ୟୁରୋ: ବିଜୁ ଜନତା ଦଳ(ବିଜେଡି)ର ନୂଆ ସାଂଗଠନିକ ଟିମ୍ ଗଠନ ହୋଇଛି। ଦଳ ସୋମବାର ପଦପଦବୀ ତାଲିକା ଘୋଷଣା କରିଛି। ଦଳରେ ୬ଟି ସାଂଗଠନିକ ଜିଲ୍ଲାର ସଭାପତି, ୧୫ ଉପସଭାପତି, ୨୦ ବରିଷ୍ଠ ସାଧାରଣ ସଂପାଦକ ଓ ୩୫ ସାଧାରଣ ସଂପାଦକ ନିଯୁକ୍ତ କରାଯାଇଛି। ସୁବାସ ସିଂଙ୍କୁ କୋଷାଧ୍ୟକ୍ଷ ଦାୟିତ୍ଵ ଦିଆଯାଇଛି। ଏସବୁ ପଦରେ ନେତାମାନଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ନିଯୁକ୍ତ କରିଛନ୍ତି। ପ୍ରଥମ ଥର ବିଜେଡିରେ […]
>୩୦୦ ଦିନରେ ଡବଲ ଇଞ୍ଜିନ ସରକାରଙ୍କ ଉପଲବ୍ଧି କ’ଣ ? >ବିକଶିତ ଓଡ଼ିଶା ପାଇଁ ଆଗାମୀ ୪ ବର୍ଷର ରୋଡମ୍ୟାପ ପ୍ରକାଶ କରିବେ କି ? >ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟପାହ୍ୟା/ ଫୋକସ ଷ୍ଟେଟ୍ ମାନ୍ୟତା କେବେ ମିଳିବ ? >ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ ବୃଦ୍ଧି କେବେ ? ବାସ୍ତବବ୍ୟୁରୋ(ଭୁବନେଶ୍ୱର)୨୮/୦୪/୨୦୨୫: ସରକାରକୁ ଆସିବାର ଶହେ ଦିନ ଭିତରେ ରାଜ୍ୟରେ ଆଖିଦୃଶିକାାର୍ଯ୍ୟ ଦେଖାଇବୁ ବୋଲି କହିଥିବା ବିଜେପି ସରକାରକୁ ତିନି ଶହ ଦିନ […]
ବିଜେପି ଉପରେ ଆସ୍ଥା ଓ ବିଶ୍ୱାସ ପ୍ରକଟ କରି ନିଆଳୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନିଆଳୀ ବ୍ଲକର ବିଭିନ୍ନ ପଂଚାୟତର ସରପଂଚ, ସମିତିସଭ୍ୟ, ୱାର୍ଡ ମେମ୍ବର ଓ ବରିଷ୍ଠ ନେତାଙ୍କ ବିଜେପିରେ ଯୋଗଦାନ ସମସ୍ତ ନୂତନ ସଦସ୍ୟଙ୍କୁ ସ୍ୱାଗତ ଜଣାଇଲେ ରାଜ୍ୟ ସଭାପତିବାସ୍ତବବ୍ୟୁରୋ(ଭୁବନେଶ୍ୱର):ତା.୨୩/୦୪-ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ବିଜେପି ସରକାର ବଦ୍ଧପରିକର । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଏବଂ ରାଜ୍ୟରେ […]
ତ୍ୟାଗ, ନିରନ୍ତର ସଂଗ୍ରାମ ବଳରେ ଜନନାୟକ ବନିପାରିଥିଲେ ଡ.ଦେବେନ୍ଦ୍ର ପ୍ରଧାନ : ଶ୍ରୀ ମନମୋହନ ସାମଲ ଓଡ଼ିଶା ରାଜନୀତିରେ ଡ.ଦେବେନ୍ଦ୍ର ପ୍ରଧାନଙ୍କ ଯୋଗଦାନ ସବୁଦିନ ପାଇଁ ଅମର ହୋଇ ରହିବ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସରଳ ବ୍ୟକ୍ତିତ୍ୱ ବଳରେ ସମସ୍ତଙ୍କ ପ୍ରିୟପାତ୍ର ହୋଇପାରିଥିଲେ: କେନ୍ଦ୍ରମନ୍ତ୍ରୀ ଶ୍ରୀ ଗିରିରାଜ ସିଂହ ବିପରୀତ ପରିସ୍ଥିତିରେ କାର୍ଯ୍ୟକର୍ତାକୁ ଯୋଡି ସଂଗଠନକୁ ମଜବୁତ କରିବାର ମୂଳଦୁଆ ପକାଇଥିଲେ : ରାଷ୍ଟ୍ରୀୟ […]
ବାସ୍ତବ ବ୍ୟୁରୋ : ଦୀର୍ଘ ଦିନ ଯାଏ ଖାଲି ପଡିଥିବା ଓଡ଼ିଶା ପ୍ରଦେଶ କଂଗ୍ରେସର ସଭାପତି ପଦବୀ କୁ ମିଳିଛି ଏହାର ନୂଆ ମୁଖିଆ । ପୂର୍ବତନ ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସଙ୍କୁ ପିସିସି ସଭାପତି ନିଯୁକ୍ତ କରାଯାଇଛି । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ଅନୁମୋଦନ କ୍ରମେ ତାଙ୍କୁ ଏହି ନିଯୁକ୍ତି ଦିଆଯାଇଛି। ସାଧାରଣ ନିର୍ବାଚନ ପରେ ଶରତ ପଟ୍ଟନାୟକ ପିସିସି ସଭାପତି ପଦରୁ ଇସ୍ତଫା […]
ହାଇକୋର୍ଟ ସମେତ ସମସ୍ତ ଆଇନ ଅଦାଲତ ମାନଙ୍କରେ ଖୁବଶୀଘ୍ର ସରକାରୀ ଓକିଲ ନିଯୁକ୍ତି ହବାପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି କହିଛନ୍ତି, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।
ଶ୍ରୀ ପଟ୍ଟନାୟକ କହିଥିଲେ ବିଜେଡି ସରକାର ରେ ଥିବା ବେଳେ ଲୋକଙ୍କ ପାଇଁ ଅନେକ ଭଲ କାମ କରିଥିଲା.ଲୋକଙ୍କ ଭଲ ପାଇବା ଏବେବି ଆମ ସହିତ ରହିଛି.ତେଣୁ ଲୋକଙ୍କ ସେବା ଜାରି ରଖିବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ ।ବିଜେଡି ର ବରିଷ୍ଠ ନେତା ଶ୍ରୀ ଦେବୀପ୍ରସାଦ ମିଶ୍ର ଉଭୟ ବୈଠକ ସଂଯୋଜନା କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ମନୋହର ରନ୍ଧାରୀ ,ବିଧାୟକ ଦିବ୍ୟଶଙ୍କର ମିଶ୍ର ,ବିଧାୟକ ମନୋରମା ମହାନ୍ତି, […]
ପ୍ରକଳ୍ପକୁ ସବୁ ସ୍ତରରେ ଜୋରଦାର ବିରୋଧ କରାଯିବ ଆଦିବାସୀ ଭାଇ ଭଉଣୀଙ୍କ ହକ ପାଇଁ ବିଜେଡିର ଲଢ଼େଇ ଜାରି ରହିବ ଭୁବନେଶର(ନି.ପ୍ର)୧୦/୦୯/୨୦୨୪:ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ବିଜୁ ଜନତା ଦଳର ପୋଲାଭରମ ଟିମ ଆଜି ସକାଳେ ନବୀନ ନିବାସରେ ଭେଟି ତାଙ୍କର ରିପୋର୍ଟ ପ୍ରଦାନ କରିଛନ୍ତି । ଏ ଅବସରରେ ସେମାନେ ବିରୋଧି ଦଳ ନେତାଙ୍କୁ ପ୍ରକଳ୍ପ ଅଞ୍ଚଳର ବାସ୍ତବ ସ୍ଥିତି ସଂପର୍କରେ ଅବଗତ କରାଇଥିଲେ । […]


