ଭୁବନେଶ୍ୱର(ନି.ପ୍ର): ଯାଜପୁର ଜିଲ୍ଲା ଅନ୍ତର୍ଗତ ବରୀ ନିର୍ବାଚନ ମଣ୍ଡଳୀର ବିଧାୟକ ବିଶ୍ବର ଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡିଙ୍କ ସହ ଅନେକ ସରପଞ୍ଚ ଓ ସମିତିସଭ୍ୟ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ, ବିଜୁ ଜନତା ଦଳର ବରିଷ୍ଠ ନେତା […]
ରାଜ୍ୟ ରାଜନୀତି
ବରଗଡ଼-୨୮/୮(ନବୀନ ଦାଶ):ବରଗଡ଼ ଜିଲ୍ଲା ଅତାବିରା ବିଜେଡି ସ୍ଥାନୀୟ ବ୍ଳକ ଅଫିସ ଛକରେ ଜନ ଜାଗରଣ ସମାବେଶ ଅନୁଷ୍ଠିତ ହୋଇଯାଇଛି। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ସଭକାର୍ଯ୍ୟ ଆରମ୍ଭ କରିଥିଲେ।ବରିଷ୍ଠ ବିଜେଡି ନେତା ଉର୍କୁଳୁ ସାହୁଙ୍କ ସଭାପତିତ୍ୱ ତଥା ଏନଏସି ବିଜେଡି ସଭାପତି ସିଦ୍ଧାର୍ଥ ଶଙ୍କର ପଣ୍ଡାଙ୍କ ପରିଚାଳନାରେ ପୂର୍ବତନ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ମଞ୍ଚାସିନ ରହି ବିଜେପି ଦେଇଥିବା ପ୍ରତିଶ୍ରୁତି ସମ୍ପୁର୍ଣ୍ଣ ମିଥ୍ୟା […]
ଭୁବନେଶ୍ବର(ନି.ପ୍ର): ବିଜୁ ଜନତାଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ଶ୍ରୀମତୀ ଇପ୍ସିତା ସାହୁ ଓ ଶ୍ରୀମତୀ ସୋଫିଆ ଆଲମ ବାଚସ୍ପତିକୁ ଅସମ୍ମାନ ଅଭିଯୋଗକୁ ଖଣ୍ଡନ କରିଛନ୍ତି I ଶ୍ରୀମତୀ ସାହୁ କହିଥିଲେ, ଆଜି ବିଜେପିର ରାଜ୍ୟ ସଭାନେତ୍ରୀ ଐଶର୍ଯା ବିଶ୍ବାଳଙ୍କ ଦ୍ବାରା ବିଧାନସଭରେ ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ବିଧାୟକ ମାନେ ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବୀ କରିବା ସମୟରେ ବାଚସ୍ପତି […]
ନବ ଦାସ ହତ୍ୟାକାଣ୍ଡ,ର ପୁନଃ ତଦନ୍ତ ହେବ,ବିଜେପି ସରକାରଙ୍କ ବଡ ନିଷ୍ପତ୍ତି।ଖୋଲିବକି ନବ ଦାସଙ୍କ ହତ୍ୟା ମାମଲାର ଗୁମର ।ତଥ୍ଯ ଅନୁସାରେ ବିଜେପି ସରକାର ଏହି ମାମଲାର ପୁନଃ ତଦନ୍ତ କରିବାକୁ ନିଷ୍ପତି ନେଇଛନ୍ତି । ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରଚନ୍ଦନ ଜାତୀୟ ଗଣମାଧ୍ୟମ ସଂସ୍ଥା ଟାଇମ୍ସ ଅଫ ଇଣ୍ଡିଆକୁ ଦେଇଥିବା ଏକ ସାକ୍ଷାତକାରରେ କହିଛନ୍ତି । ବିଜେଡି ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିଲେ ନବ ଦାସ । […]
ଭୁବନେଶ୍ବର(ନି.ପ୍ର): ଏକ ଶାନ୍ତିପ୍ରିୟ ରାଜ୍ୟ ଭାବେ ଓଡ଼ିଶାର ଖ୍ୟାତି ରହିଛି। ଏହା ଏପରି ଏକ ରାଜ୍ୟ ଯେଉଁଠି ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ, ଶାନ୍ତି ଓ ସହଭାଗିତା ଯୁଗ ଯୁଗ ଧରି ରହି ଆସିଛି। କିନ୍ତୁ ଚିନ୍ତାର ବିଷୟ ଯେ ଏବେ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ସାମାଜିକ ବିଶୃଙ୍ଖଳା ଘଟୁଥିବାର ଖବର ଆସୁଛି। ଅନେକ ଗୋଷ୍ଠୀ ଓ ପୀଡ଼ିତ ନାଗରିକ ମୋତେ ଭେଟି ସେମାନଙ୍କ ଦୁଃଖ ଜଣାଉଛନ୍ତି। ସେମାନେ ଆକ୍ରମଣ […]
ଭୁବନେଶ୍ଵର(ନି.ପ୍ର):ଚାଷୀଙ୍କୁ ମିଳିବ ସିଏମ କିଷାନ ଯୋଜନା ଟଙ୍କା। ଏଥିପାଇଁ ନୂଆ ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତରେ ପହଞ୍ଚିଛି। ଏବର୍ଷ ନୂଆଁଖାଇରେ ଚାଷୀଙ୍କୁ ମିଳିବ ଟଙ୍କା । ତେବେ କାଳିଆ ଯୋଜନା ଓ ସିଏମ କିଷାନ ଯୋଜନା ହିତାଧିକାରୀ ତାଲିକା ନେଇ ଦ୍ବନ୍ଦ୍ବ ଲାଗି ରହିଥିବା ବେଳେ ଚାଷୀଙ୍କ ପାଇଁ ଏ ଏକ ବଡ ଖୁସିଖବର । କାଳିଆ ଯୋଜନାର ନାଁ ବଦଳି ସିଏମ କିଷାନ ଯୋଜନା ହୋଇଛି। କିନ୍ତୁ କାଳିଆ ଯୋଜନାରେ […]
ଭୁବନେଶ୍ୱର(ନି.ପ୍ର)୧୨/୮: ଆଜି ନବୀନ ନିବାସ ରେ ପୁରୀ, ଓ ନବରଙ୍ଗପୁର ର ବ୍ଲକ ଓ ପଂଚାୟତ ପ୍ରତିନିଧି ତଥା ଭଦ୍ରକ ର ପୌର ପରିଷଦ ର ସଭ୍ୟ ମାନେ ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କ ରେ ବିଜୁ ଜନତା ଦଳ ର ସଭାପତି ଶ୍ରୀ ନବୀନ ପଟନାୟକ ଙ୍କ ସହ ଆଲୋଚନା କରିଥିଲେ । ବିଜୁ ଜନତା ଦଳ କୁ ତୃଣମୂଳ ସ୍ତରରେ ମଜବୁତ କରିବା ପାଇଁ ସେମାନେ କାମ […]
ଭୁବନେଶ୍ୱର(ନି.ପ୍ର)୧୨/୦୮/୨୦୨୪: ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ, ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ଜାତୀୟ ମୁଖପାତ୍ର ତଥା ବିଜୁ ଜନତାଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସଂତୃପ୍ତ ମିଶ୍ର ବିଭିନ୍ନ ପ୍ରସଙ୍ଗରେ ସାମ୍ବାଦିକ ମାନଙ୍କ ପ୍ରଶ୍ନର ଉତ୍ତର ଦେଇ କହିଲେ କି, ରାଜ୍ୟ ସରକାରଙ୍କ ଉଦାସୀନତା ଯୋଗୁ ରାଜ୍ୟରେ ସୃଷ୍ଟି ହୋଇଛି ଆଳୁ ସମସ୍ୟା। ସରକାରଙ୍କ ଙ୍କ ପାଖରେ ଆଳୁ ସମସ୍ୟା ସମାଧାନ […]
ବାସ୍ତବ ବ୍ୟୁରୋ: କୁଡୁମୀ ନେତ୍ରୀ ମମତା ମହାନ୍ତ ଗତକାଲି ବିଜେଡି ଓ ରାଜ୍ୟସଭା ସଦସ୍ୟତା ପଦରୁ ଦେଇଥିଲେ ଇସ୍ତଫା ଆଉ ଆଜି ବିଜେପିରେ ଯୋଗଦେଇଛନ୍ତି। ନୂଆଦିଲ୍ଲୀ ସ୍ଥିତି ମୁଖ୍ୟାଳୟରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମଲ୍ ହୋଇଛନ୍ତି। ବିଜେପି ସାଧାରଣ ସଂପାଦକ ଅରୁଣ ସିଂହ ଓ ପ୍ରଭାରୀ ବିଜୟପାଲ୍ ସିଂ ତୋମାର ପୁଷ୍ପଗୁଚ୍ଛ ଦେଇ ଶ୍ରୀମତୀ ମହାନ୍ତଙ୍କୁ ସ୍ୱାଗତ କରିଛନ୍ତି। ବିଜେପିରେ ଯୋଗଦେବା ପରେ ମମତା ମହାନ୍ତ କହିଛନ୍ତି, “ଲୋକମାନେ ମୋର ସଂପତ୍ତି। ଲୋକଙ୍କ ସେବା […]


