ଭୁବନେଶ୍ବର(ନି.ପ୍ର): ବିଧାନସଭାରେ ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ବିଜେପି ଉପ ବାଚସ୍ପତି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସୁନ୍ଦରଗଡ ଜିଲ୍ଲା ତଳସରା ବିଧାୟକ ଭବାନୀ ଭୋଇଙ୍କ ନାମ ଦଳ ସ୍ଥିରକରିବା ପରେ,ବିଧାନସଭା ସଚିବ ଶ୍ରୀ ଦାଶରଥି ଶତପଥିଙ୍କ ନିକଟରେ ଭବାନୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ହେଲେ ଏ ପର୍ଯ୍ୟନ୍ତ ବିରୋଧୀ ବିଜେଡି ଉପ ବାଚସ୍ପତି ପାଇଁ କାହାକୁ ପ୍ରାର୍ଥୀ କରିନାହିଁ। ଆସନ୍ତାକାଲି ଅର୍ଥାତ ଜୁଲାଇ ୨୪ ତାରିଖରେ ଉପ […]

ଭୁବନେଶ୍ୱର ୨୦/୦୬ (ଗୌତମ ମିଶ୍ର ):ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି।ବିଧାନସଭାରେ ନୂଆ ବାଚସ୍ପତି ହୋଇଛନ୍ତି ଜଣେ ମହିଳା ବିଧାୟିକା। ରଣପୁର ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି। ଆଜି ବିଧିବଦ୍ଧ ଭାବେ ସେ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି । ବାଚସ୍ପତି ହେବା ପରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରମା ପାଢ଼ୀ। ଏହାପରେ ସୁରମା […]

ବାସ୍ତବ ବ୍ୟୁରୋ: ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ରଣପୁର ବିଧାୟିକା ସୁରମା ପାଢୀ । ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସୁରମା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ ଓ ବିଜେପିର ଅନ୍ୟ ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସୁରମା ପାଢୀ । ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବିଧାନସଭା ୫୪ ନମ୍ବର ପ୍ରକୋଷ୍ଠରେ ବିଜେପି […]

ବାସ୍ତବ ବ୍ୟୁରୋ: ଓଡ଼ିଶା ଇତିହାସରେ ଯୋଡ଼ି ହେଲା ଏକ ନୂଆ ପୃଷ୍ଠା । ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ବିଧାୟକ ମୋହନ ମାଝୀ । ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ଅପରାହ୍‌ଣରେ ସାଢ଼େ ୪ କୋଟି ଓଡ଼ିଆଙ୍କ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ଆସନରୁ ୪ର୍ଥ ଥର ପାଇଁ ବିଧାୟକ ହୋଇଥିବା […]

ବାସ୍ତବ ବ୍ୟୁରୋ: ଓଡ଼ିଶାରେ ବିଜେଡି ର ଦୀର୍ଘ ୨୪ ବର୍ଷ ଶାସନ ର ଅବସାନ ଘଟିଛି । ପୂର୍ଣ୍ଣଛେଦ ପଡିଛି ଦେଶରେ ଦୀର୍ଘକାଳୀନ ମୁଖ୍ୟମନ୍ତ୍ରୀ ବନିବାକୁ ଥିବା ରେକର୍ଡରେ । ଏହା ସହ ଏବେ ବିରାମ ଲାଗିଛି ନବୀନ ପଟ୍ଟନାୟକଙ୍କ ରାଜନୈତିକ ଜୟଯାତ୍ରାରେ, ପୂର୍ଣ୍ଣଛେଦ ପଡିଛି ଦେଶରେ ଦୀର୍ଘକାଳୀନ ମୁଖ୍ୟମନ୍ତ୍ରୀ ବନିବାକୁ ଥିବା ରେକର୍ଡରେ ।  ସୂଚନାଯୋଗ୍ୟ, ବିଜେଡି ୨୦୦୦ ମସିହାରୁ ୨୦୨୪ ଏ ପର୍ଯ୍ୟନ୍ତ ଲଗାତାର ୫ ଥର […]

ବାସ୍ତବ ବ୍ୟୁରୋ: ଆଜି ଓଡିଶାରେ ମାରାଥନ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବା ସହ, ରାଜ୍ୟ ସରକାର ଓ ବିଜେଡି ଉପରେ ଜୋରଦାର ବର୍ଷିଛନ୍ତି । ମଞ୍ଚ ଉପରୁ ରତ୍ନଭଣ୍ଡାର ଚାବିଠାରୁ ଆରମ୍ଭ କରି ବିଭିନ୍ନ ସମସ୍ୟା କଥା ଉଠାଇଛନ୍ତି ମୋଦୀ । ଶେଷ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବା ସଂସଦୀୟ କ୍ଷେତ୍ରରେ ପ୍ରଚାର କରି ବିଜେପି ବିଧାନସଭା ଓ ଲୋକସଭା ପ୍ରାର୍ଥୀଙ୍କ […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୮ରେ ଦିନିକିଆ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା। ବିଜେପିର ବରିଷ୍ଠ ନେତା ସମୀର ମହାନ୍ତି ଆଜି ଏହି ସୂଚନା ଦେଇଛନ୍ତି। ଜେ.ପି ନଡ୍ଡା ଦିନିକିଆ ଗ୍ରସ୍ତରେ ବ୍ରହ୍ମପୁରରେ ସାଧାରଣ ସଭାକୁ ସମ୍ବୋଧିତ କରିବେ। ଏହାସହ ସେଠାରେ ବିଜେପିର କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ। ଏହାପରେ ଜେ.ପି ନଡ୍ଡା ନବରଙ୍ଗପୁର ଯିବେ। ସେଠାରେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ଭେଟି ଆଲୋଚନା କରିବେ।  ଅନ୍ୟପଟେ ସେହିଦିନ ନିଶ୍ଚିନକୋଇଲିରେ ନିର୍ବାଚନୀ ସଭା କରିବା […]

ବାସ୍ତବ ବ୍ୟୁରୋ: ଏପ୍ରିଲ ୨୫ ତାରିଖରେ ସୋନପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଓଡିଶା ଆସି ସୋନପୁରରେ କରିବେ ହାଇଭୋଲଟେଜ ପ୍ରଚାର । ସନ୍ଧ୍ୟା ବେଳେ ଭୁବନେଶ୍ୱରରେ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର। ଶ୍ରୀ ମହାପାତ୍ର କହିଛନ୍ତି, ଓଡ଼ିଶାରେ ବିଜେପି ମାଆ, ମାଟି ଓ ମାତୃଭାଷାକୁ ନେଇ ଲଢ଼େଇ ଆରମ୍ଭ କରିଛି। ଏହି ଲଢ଼େଇର […]

ଆଦିତ୍ଯ ବେହେରା(ଭୁବନେଶ୍ବର): ଆଜି ଘୋଷଣା ହେଲା ୨୪ ନିର୍ବାଚନର ତାରିଖ। ଭାରତର ମୁଖ୍ୟ ନିର୍ବାଚନ କମିଶନର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଏଥିରେ ଲୋକସଭା ଏବଂ ୪ଟି ରାଜ୍ୟର ବିଧାନସଭା ତାରିଖ ମଧ୍ୟ ଘୋଷଣା କରାଯାଇଛି। ସେହି ଅନୁସାରେ ଓଡିଶାରେ ୪ଟି ପର୍ଯ୍ୟାୟରେ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ହେବ। ମେ୧୩ ତାରିଖରୁ ଆରମ୍ଭ ହେବ ନିର୍ବାଚନ । ଓଡିଶାରେ ଲୋକସଭା ଓ ବିଧାନସଭା ପାଇଁ ସ୍ଥିର କରାଯାଇଥିବା […]

ବାସ୍ତବ ବ୍ୟୁରୋ: ଆଜି ଚଣ୍ଡିଖୋଲରେ ପ୍ରାୟ ୨୦ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏଥିମଧ୍ୟରେ ରହିଛି ତୈଳ ଓ ଗ୍ୟାସ, ରେଳବାଇ, ସଡକ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତିର ପ୍ରକଳ୍ପ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ, ରାଜ୍ୟପାଳଙ୍କ ଉପସ୍ଥିତିରେ ୨୦ ହଜାର କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଚଣ୍ଡିଖୋଲରେ […]

Pin It on Pinterest