ବାସ୍ତବ ବ୍ୟୁରୋ: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀରେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଆଜି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସାମିଲ ହୋଇ ବିଜେଡିରେ ଯୋଗଦେଇଛନ୍ତି। ଅଂଶୁମାନଙ୍କ ସହିତ ଶତାଧିକ କର୍ମୀ କଂଗ୍ରେସ ଛାଡ଼ିଛନ୍ତି। ବ୍ଲକ କଂଗ୍ରେସ ସଭାପତି ଓ ବିଭିନ୍ନ ପଂଚାୟତ ସଭାପତି, ବ୍ଲକ ଛାତ୍ର କଂଗ୍ରେସ, ଯୁବ କଂଗ୍ରେସ ଓ ମହିଳା କଂଗ୍ରେସ ସଭାପତି ଆଜି ଇସ୍ତଫା ଦେଇଛନ୍ତି। ଗତକାଲି ଅଂଶୁମାନ ମହାନ୍ତି ପିିସିସି […]

ବାସ୍ତବ ବ୍ୟୁରୋ: ଲୋକସଭା ନିର୍ବାଚନ ପୂର୍ବରୁ ୨୩ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଦାୟିତ୍ୱ ବରିଷ୍ଠ ନେତାଙ୍କୁ ଦେଇଛି ପଦ୍ମଦଳ । ବିଜୟ ସିଂହ ତୋମାରଙ୍କୁ ଓଡ଼ିଶା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇ ଥିବାବେଳେ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ମିଳିଛି ଉତ୍ତର ପ୍ରଦେଶ ଦାୟିତ୍ୱ। ସେହିପରି ଲତା ଉସେଣ୍ଡିଙ୍କୁ ଓଡ଼ିଶା ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ୨୦୧୪ ନିର୍ବାଚନରେ ଉତ୍ତର ପ୍ରଦେଶ ପ୍ରଭାରୀ ଦାୟିତ୍ୱ ତୁଲାଇ ଥିଲେ ଅମିତ ଶାହ। ଏହାପରେ ୨୦୧୯ରେ ରାଷ୍ଟ୍ରୀୟ […]

ବାସ୍ତବ ବ୍ୟୁରୋ: ମନ୍ତ୍ରୀ ବିକ୍ରମ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଖାଲିପଡ଼ିଥିଲା ବାଚସ୍ପତି ପଦ ପାଇଁ ଆସନ୍ତା ୨୧ ତାରିଖରେ ନିର୍ବାଚନ ହେବ ବୋଲି ସୂଚନା ମିଳିଛି। ଏଥିପାଇଁ ୧୮ ତାରିଖରେ ବାଚସ୍ପତି ପାଇଁ ଅଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ରହିଛି। ମେ’ ୧୨ ତାରିଖରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ମେ’ ୨୨ ତାରିଖରେ ତାଙ୍କୁ ଅର୍ଥ ବିଭାଗ ଦାୟିତ୍ୱ ଦିଆଯାଇଥିଲା। […]

ବାସ୍ତବ ବ୍ୟୁରୋ: ଉଭୟ ସହରାଂଚଳରେ ଘନଘନ ପାୱାର କଟ୍ ଓ ଗ୍ରାମାଂଚଳରେ ଘଣ୍ଟାଘଣ୍ଟା ଧରି ପାୱାର କଟ୍ ପ୍ରତିବାଦରେ ଆସନ୍ତାକାଲିଠୁ ୨ଦିନ ଧରି ବିଜେପି ରାଜ୍ୟର ସମସ୍ତ ଟାଟା ପାୱାର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଆନ୍ଦୋଳନ କରିବାକୁ ଘୋଷଣା କରିଛି । ଆଜି ଅପରାହ୍ନରେ ବିଜେପି ରାଜ୍ୟ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଏକ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟରେ ଜାରି ରହିଥିବା ଅଘୋଷିତ ପାୱାର କଟକୁ ନେଇ ଉଦବେଗ […]

ମନୋଜ ମହାନ୍ତି(ଭୁବନେଶ୍ବର): ସବୁ କଳ୍ପନା ଜଳ୍ପନାର ଅନ୍ତ, କାଲି ସକାଳ ୯ଟା ୫୦ରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଶପଥ ନେବେ ନୂଆ ମନ୍ତ୍ରୀ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି।ହେଲେ ନୂଆ ମନ୍ତ୍ରୀମାନଙ୍କ ନାମ ଏଯାଏ ଅସ୍ପଷ୍ଟ । ଆସନ୍ତାକାଲି ଠିକ୍ ସକାଳ ୯ଟା ୫୦ମିନିଟ୍ ରେ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ।ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟ ପକ୍ଷରୁ ଶପଥ ଗ୍ରହଣ […]

ବାସ୍ତବ ବ୍ୟୁରୋ: ଆଜି ଝାରସୁଗୁଡ଼ା ବିଧାୟିକା ଭାବେ ଶପଥ ଗ୍ରହଣ କରିଛନ୍ତି ନବନିର୍ବାଚିତା ଦୀପାଳି ଦାସ । ବିଧାନସଭାରେ ତାଙ୍କୁ ଉପବାଚସ୍ପତି ରଜନୀକାନ୍ତ ସିଂହ ଶପଥ ପାଠ କରାଇଛନ୍ତି। ମାଆ ଓ ଭାଇଙ୍କ ସହ ବିଧାନସଭା ଆସି ଶପଥ ନେଇଛନ୍ତି ଦୀପାଳି। ଏହି ଅବସରରେ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ରୀତା ସାହୁଙ୍କ ସହିତ ବିଧାୟକ ପ୍ରଣବ ବଳବନ୍ତରାୟ ମଧ୍ୟ ଉପସ୍ଥିତ ଥିଲେ। ବିଧାୟିକା ଭାବେ ଶପଥ ନେବାପରେ ଦୀପାଳି କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଝାରସୁଗୁଡ଼ାବାସୀଙ୍କ […]

ବାସ୍ତବ ବ୍ୟୁରୋ: ଝାରସୁଗୁଡ଼ା ଉପନିର୍ବାଚନ ରେ ରେକର୍ଡ ସଂଖ୍ୟକ ଭୋଟରେ ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଦୀପାଳି ଦାସ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮ହଜାର ୨୩୭ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ଦୀପାଳିଙ୍କୁ ୧ ଲକ୍ଷ ୭ହଜାର ୩ ଖଣ୍ଡ ଭୋଟ ମିଳିଥିବା ବେଳେ ଟଙ୍କଧରଙ୍କୁ ୫୮ ହଜାର ୩୮୪ ଖଣ୍ଡ ଭୋଟ ମିଳିଛି। ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ […]

ବାସ୍ତବ ବ୍ୟୁରୋ: ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ। ଆଜି ସେ ତାଙ୍କ ଇସ୍ତଫାପତ୍ର ଉପବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଇଥିବା କହିଛନ୍ତି। ସେ କହିଛନ୍ତି, ଦଳ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛି, ମୁଁ ନିର୍ବାହ କରିଛି। ଭବିଷ୍ୟତରେ ଯାହା ଦାୟିତ୍ୱ ମିଳିବ, ତାକୁ ନିର୍ବାହ କରିବି। ଦଳରେ ବା ସରକାରରେ ଯେଉଁ ଦାୟିତ୍ୱ ମିଳିବ, ତୁଲାଇବି।  ଗତ ବର୍ଷ ଜୁନ୍ ମାସରେ ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ […]

ବାସ୍ତବ ବ୍ୟୁରୋ: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସବୁ ଦଳ ପକ୍ଷରୁ ଜୋରଦାର ପ୍ରଚାର ଚାଲିଥିବା ବେଳେ କଂଗ୍ରେସକୁ ଲାଗିଛି ବଡ଼ ଝଟକା। ଆଜି ଦଳର ଝାରସୁଗୁଡ଼ା ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଅଶୋକ କୁମାର ମିଶ୍ର। ସେ ତାଙ୍କ ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ଝାରସୁଗୁଡ଼ା ଜିଲ୍ଲା ସଭାପତି ପଦ ଛାଡ଼ିଥିଲେ ହେଁ ସେ ଏବେବି ଦଳର ପ୍ରାଥମିକ ସଦସ୍ୟ ଥିବା ସ୍ପଷ୍ଟ […]

ବାସ୍ତବ ବ୍ୟୁରୋ: କଂଗ୍ରେସ ଛାଡ଼ିଲେ ପୂର୍ବତନ ମିଡ଼ିଆ ସେଲ ଅଧ୍ୟକ୍ଷ ତଥା ବରିଷ୍ଠ ନେତା ସତ୍ୟ ପ୍ରକାଶ ନାୟକ। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି। ଇସ୍ତଫାପତ୍ରରେ ସେ ଲେଖିଛନ୍ତି ଯେ, ଓଡ଼ିଶା ପାଇଁ କଂଗ୍ରେସ ତରଫରୁ ଜନତାଙ୍କ ସେବା କରି ଖୁସି ଅନୁଭବ କରୁଛି। ଇସ୍ତଫା ପତ୍ରରେ ଦଳୀୟ ନେତୃବୃନ୍ଦଙ୍କୁ ଟାର୍ଗେଟ କରିବା ସହ ଦଳରେ କନ୍ଦଳ ଭରି ରହିଥିବା ସେ ଲେଖିଛନ୍ତି। […]

Pin It on Pinterest