ମେଷ: ମନ ଟିକେ ଅସ୍ଥିର ରହିବା ହେତୁ ବିଶୃଙ୍ଖଳ ହୋଇପାରନ୍ତି। ବନ୍ଧୁଙ୍କ ସହିତ ମତଭେଦ ହେବାର ସମ୍ଭାବନା। ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: କଫି ରଙ୍ଗ। ଶୁଭସ˚ଖ୍ୟା: ୩।
ବୃଷ: ସକାଳୁ ସକାଳୁ ଘରେ ଟିକିଏ ଜୋର୍ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ଯେତେ ଅନୁନୟ ତଥା ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ । ଆନୁଷ୍ଠାନିକ କାର୍ଯ୍ୟରେ ଛୋଟ କଥାଟିକୁ କେନ୍ଦ୍ରକରି ମତାନ୍ତର ଘଟିପାରେ। ପରିସ୍ଥିତିବଶତଃ କାମ ଚାପାରେ ନିଜକୁ ଆଡଜଷ୍ଟ କରିବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୧।
ମିଥୁନ: ଆପଣଙ୍କୁ ଭାଗ୍ୟର ପୂରାପୂରି ସାଥ୍ ମିଳିବ। ଭାବିଥିବା କାମ ବିନା ବାଧାବିଘ୍ନରେ ସ˚ପନ୍ନ ହେବ। ଉପସ୍ଥିତ ବୁଦ୍ଧି ଓ ପ୍ରୟୋଗାମତ୍କ କୌଶଳ ମାଧ୍ୟମରେ ପ୍ରତ୍ୟେକ କାମରେ ସଫଳତା ଅବଶ୍ୟ ପାଇବେ । ଆପଣଙ୍କୁ କୌଣସି ଭଲ ଖବର ମିଳିବାର ସମ୍ଭାବନା। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୧।
କର୍କଟ: ଦୀର୍ଘଦିନ ହେଲା ଆଦୈା ଭଲ ପଡୁନଥିବା ବ୍ୟକ୍ତିଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। କର୍ମକ୍ଷେତ୍ର କିମ୍ବା ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡା ଲାଗିପାରେ । ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ଚେଷ୍ଟା କରୁଥିବା କାମରେ ସଫଳତା ହାସଲ କରି ପ୍ରଶଂସିତ ହେବେ। ଶୁଭରଙ୍ଗ: କ୍ରୀମ୍। ଶୁଭସ˚ଖ୍ୟା: ୫।
ସି˚ହ: ନୂଆ ଲୋକଙ୍କ ସହିତ ପରିଚିତି ଲାଭଦାୟକ ସିଦ୍ଧ ହେବ। ବ୍ୟବସାୟ ପାଇଁ ନୂଆ ଚୁକ୍ତିନାମା କରିବେ। ଭୁଲ୍ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମନକୁ ଆନ୍ଦୋଳିତ କରିବ। ବାହନ କିଣିବା ଲାଗି ମନ ବଳିବ। ସ୍ବାସ୍ଥ୍ୟ ଭଲ ରହିବ। ଶୁଭରଙ୍ଗ: ମାଜେଣ୍ତା। ଶୁଭସ˚ଖ୍ୟା: ୮।
କନ୍ୟା: ପାଖରେ ଥିବା ଲୋକଟି ଆପଣଙ୍କ ସକାଶେ ବହୁତ ଉପକାରରେ ଆସିବାର ସମ୍ଭାବନା ରହିଛି । ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ କିନ୍ତୁ ଆଶାନୁରୂପ ହେବନାହିଁ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିପାରନ୍ତି। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୨।
ତୁଳା: ବାପାଙ୍କ ଆଶୀର୍ବାଦ ଆପଣଙ୍କ ଉପରେ ରହିବ। କଥାରେ ସମସ୍ତଙ୍କୁ ପ୍ରଭାବିତ କରି ପାରନ୍ତି। ଅଧୁରା ଥିବା କାମ ଯଥା ସମୟରେ ସ˚ପୂର୍ଣ୍ଣ କରିନେବେ। ମାଲିମକଦ୍ଦମାରେ ସଫଳତା ମିଳିବା ସଙ୍ଗକୁ ପ୍ରଶାସନିକ ସ୍ତରରେ ଆଲୋଚନା ମଧ୍ୟ ଫଳପ୍ରଦ ହେବ । ଶୁଭରଙ୍ଗ: ଆକାଶୀ ନୀଳ। ଶୁଭସ˚ଖ୍ୟା: ୧।
ବିଛା: ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାର୍ଶ୍ୱିକ ପରିସ୍ଥିତି ଅନୁକୂଳ ରହିବ । ବହୁତ ଦିନର ଆଶା ପୂରଣ ହେବା ସହ କୈାଣସି ନୂତନ କାମରେ ବନ୍ଧୁ ମାନେ ସହେଯାଗର ହାତ ବଢାଇବେ। ପରିସ୍ଥିତିରେ ପଡି ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତରହିଁ ମୁଖ୍ୟ କାରଣ ହେବ । ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୯।
ଧନୁ: ପରିବାର ସହିତ କୌଣସି ଧାର୍ମିକ ଆୟୋଜନକୁ ଯାଇପାରନ୍ତି। ବ୍ୟବସାୟରେ ଆଗକୁ ବଢ଼ିବା ପାଇଁ ଭାବିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ। ଶୁଭରଙ୍ଗ: ବାଦାମୀ। ଶୁଭସ˚ଖ୍ୟା: ୧।
ମକର: ଆପଣ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେହି କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ । ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ ଏବଂ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ସାମାନ୍ୟ ବିଳମ୍ବ ହେଲେ ମଧ୍ୟ କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବାର ସମ୍ଭାବନା ରହିଛି। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୨।
କୁମ୍ଭ: ଆଗକୁ ବଢ଼ିବାର ଦିନଟିଏ। କର୍ମକ୍ଷେତ୍ରରେ ଅଧିକ ଦାୟିତ୍ବ ଗ୍ରହଣ କରିବେ। ସହକର୍ମୀଙ୍କ ସହିତ ବୁଝାମଣା ଭଲ ରହିବ। ବେପାରୀବର୍ଗଙ୍କୁ ଧନଲାଭ ହେବ। ଶୁଭରଙ୍ଗ: ସବୁଜ। ଶୁଭସ˚ଖ୍ୟା: ୮।
ମୀନ: ଆଜିର କର୍ମକ୍ଷେତ୍ରରେ ଏବଂ ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍ ପ୍ରକାଶ କରନ୍ତୁ ନାହିଁ। ଆନୁଷ୍ଠାନିକ କାମ, ପ୍ରଶାସନିକ ସ୍ତରରେ କିମ୍ବା ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯିବେ। ବୃଥା ତର୍କ ଓ ବିବାଦରେ ପଶିବା ସହ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ସମ୍ପର୍କ ବ୍ୟାହତ ହେବାର ସୂଚନା ରହିଛି। ଶୁଭରଙ୍ଗ: କ୍ରୀମ୍। ଶୁଭସ˚ଖ୍ୟା: ୭।
ସଠିକ୍ ଖବର ସଠିକ୍ ସମୟରେ ପାଇବା ପାଇଁ ଆଯିହିଁ ଡାଉନ୍ ଲୋଡ୍ କରନ୍ତୁ…bastabtv APP ଆପଣଙ୍କ ସ୍ମାର୍ଟ ଫୋନ୍ ର ପ୍ଲେଷ୍ଟୋର ରୁ



