ଜୁଲାଇ ୨୫ ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ କାଳିଆ ଦୁଆର ମନା…

ବାସ୍ତବବ୍ୟୁରୋ:ଜୁଲାଇ ୨୫ ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ମନା ।ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଆଉ ଗୋଟିଏ ସପ୍ତାହ ପରେ, ସେ ଦୁର୍ଲଭ ଦର୍ଶନରୁ ହେବେ ଭକ୍ତ ବଂଚିତ । କରୋନା ମହାମାରୀ ପାରିବାରିକ ସମ୍ପର୍କରେ ଦୂରତା ବଢାଇବା ସହ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ବି ଦୂରତା ବଢ଼ାଇ ଚାଲିଛି । କେତେଦିନ କାଳିଆ ଦର୍ଶନରୁ ବଂଚିତ ହେଉଥିବେ ଭକ୍ତ ଆଜି ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ଅନୁଯାଇ ବିନା ଭକ୍ତରେ ରଟଯାତ୍ରା ୨୫ ଜୁଲାଇ ଯାଏ କାଳିଆ ଦୁଆର ମନା ।

ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ଆସନ୍ତା ଜୁଲାଇ ୧୨ ରେ ଅନୁଷ୍ଠିତ ହେବ । ରାଜ୍ୟ ସରକାର ଘୋଷଣା ଅନୁଯାଇ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ । ଅନ୍ୟ ଜଗନ୍ନାଥ ମନ୍ଦିର ଭିତରେ କେବଳ ରଥଯାତ୍ରା ନୀତି ଅନୁଷ୍ଠିତ ହେବ ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଜୁନ୍‌ ୧୯ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା...

Thu Jun 17 , 2021
ବାସ୍ତବବ୍ୟୁରୋ:(ଭୁବନେଶ୍ବର)ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ ଅନୁଯାଇ, ଜୁନ୍‌ ୧୯ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ୧୭ ତାରିଖରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଜଗତ୍‌ସିଂହପୁର, କେନ୍ଦ୍ରପଡ଼ା ଏବଂ ୧୮ ତାରିଖରେ ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଏହାପରେ ସାମାନ୍ୟ […]

You May Like

Pin It on Pinterest