ବାସ୍ତବବ୍ୟୁରୋ:(ଭଦ୍ରକ)ଭଦ୍ରକ ନଙ୍ଗାମହଲାରୁ ୧୧୦ ଗ୍ରାମର ବ୍ରାଉନସୁଭାଗର ଜବତ ଓ ୨ ଜଣ ଗିରଫ । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି। ଜଳେଶ୍ବରୁ ଆଣି ଭଦ୍ରକ ଟାଉନରେ ବିକ୍ରି କରୁଥିଲେ ଧଳା ଜହର । ଗିରଫ ଅଭିଯୁକ୍ତ ହେଲେ ଜମାଲୁଦ୍ଦିନ ଖାନ ଓ ଶେଖ୍ ରଫିକ୍ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଭଦ୍ରକ ଅତିରିକ୍ତ ଏସପି ଯତୀନ ପଣ୍ଡା ।
Sat Jun 19 , 2021
ବାସ୍ତବବ୍ୟୁରୋ: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୨୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୫୦କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୩୯୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୦୪୭୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୨୯୮୫୧ ଜଣ ସୁସ୍ଥ ହୋଇ […]