
ବାସ୍ତବବ୍ୟୁରୋ:(ନୂଆଦିଲ୍ଲୀ) ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ ଜାରି କରାଯାଇଛି କ୍ୟାବିନେଟ୍ ତାଲିକା ।ଆଜି ୪୩ ମନ୍ତ୍ରୀ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଶପଥ ଗ୍ରହଣ କରିବେ । ଏହି ୪୩ ଜଣଙ୍କ ମଧ୍ୟରୁ ଜ୍ୟୋତିରାଦିତ୍ୟ ସିନ୍ଧିଆ, ପଶୁପତି କୁମାର ପାରସ, ଭୂପେନ୍ଦ୍ର ଯାଦବ, ଅନୁପ୍ରିୟା ପଟେଲ, ଶୋଭା କରନ୍ଦଲାଜେ, ମିନାକ୍ଷୀ ଲେଖି, ଅଜୟ ଭଟ୍ଟ ଓ ଅନୁରାଗ ଠାକୁରଙ୍କ ନାଁ ଆଗରେ ଅଛି।
ଅନ୍ୟ ମାନଙ୍କ ମଧ୍ୟରେ ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବଙ୍କ ଓ ବିଶ୍ୱେଶ୍ୱର ଟୁଡୁଙ୍କ ସମେତ ନାରାୟଣ ରାଣେ, ସର୍ବାନନ୍ଦ ସୋନୋୱାଲ, ବୀରେନ୍ଦ୍ର କୁମାର, କିରେନ୍ ରିଜିଜୁ, ରାଜ କୁମାର ସିଂହ, ହରଦୀପ ସିଂହ ପୁରୀ, ମନସୁଖ ମାଣ୍ଡଭିୟା, , ପୁରୁଷୋତ୍ତମ ରୂପାଲା, ଜି. କିଶାନ ରେଡ୍ଡି, ପଙ୍କଜ ଚୌଧୁରୀ, ସତ୍ୟପାଲ୍ ସିଂହ ବାଘେଲ, ରାଜୀବ ଚନ୍ଦ୍ରଶେଖର, ଭାନୁପ୍ରତାପ ସିଂହ ବର୍ମା, ଦର୍ଶନ ବିକ୍ରମ ଜାରଦୋଶ ସ୍ଥାନ ପାଇଛନ୍ତି।
ଅନ୍ୟମାନଙ୍କ ମଧ୍ୟରେ ଅନ୍ନପୂର୍ଣ୍ଣା ଦେବୀ, ଏ. ନାରାୟଣସ୍ୱାମୀ, କୌଶଲ କିଶୋର, ଅଜୟ ଭଟ୍ଟ, ବିଏଲ୍ ଶର୍ମା, ଅଜୟ କୁମାର, ଚୌହାନ୍ ଦେବୁସିଂ, ଭଗୱନ୍ତ ଖୁବା, କପିଲ୍ ମୋରେଶ୍ୱର ପାଟିଲ, ପ୍ରତିମା ଭୌମିକ, ସୁଭାଷ ସରକାର, ଭଗବତ ରଞ୍ଜନ ସିଂହ, ଭାରତୀ ପ୍ରବୀଣ ପାୱାର, ଶାନ୍ତନୁ ଠାକୁର, ମୁଞ୍ଜାପରା ମହେନ୍ଦ୍ରଭାଇ, ଜନ୍ ବାର୍ଲା, ଏଲ୍. ମୁରୁଗାନ୍, ନୀତୀଶ ପରମାଣିକ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି।ହେହେ ବିଭାଗକୁନେଇ ସସପିଏନ୍ସ ଜାରି ରହିଛି |