ନମୋଗୁରୁ(ସୁବର୍ଣ୍ଣପୁର) ସୋନପୁର- ମନମୁଣ୍ଡା ବ୍ରିଜ ତଳ ତେଲ ନଦୀ ରୁ ୪ଟି ଟ୍ରାକ୍ଟର ଓ ଗୋଟିଏ ହାଇୱl କୁ ବେନିୟମ ଭାବେ ବାଲି ଚାଲାଣ କରୁଥିବା ସମୟରେ ତହସିଲଦାର ସୋନପୁର ଶ୍ରୀ ନଵୀନ କିଶୋର ପାଢ଼ୀ ଚଢ଼ାଉ କରି ବେନିୟମ ବାଲି ଚାଲାଣ ନିମନ୍ତେ ୬୮୦୦୦ ହଜାର ଟଙ୍କା ଜୋରିମାନା ଆଦାୟ କରିଛନ୍ତି l ଏହି ଚଢ଼ାଉ ସମୟରେ ରାଜସ୍ବ ନିରୀକ୍ଷକ ସୁଧୀର କୁମାର ପାଣ୍ଡିଆ ତଥା ବିଭାଗୀୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ l
Wed Aug 4 , 2021
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୨୧୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୮୭୨୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୬୨୦୮୮ ଜଣ ସୁସ୍ଥ […]