ବାସ୍ତବ ବ୍ୟୁରୋ(ଭୁବନେଶ୍ୱର): ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ। ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜିତ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସଂଗଠନର ଏହା ଦ୍ୱିତୀୟ ରାଷ୍ଟ୍ରୀୟ ସମ୍ମିଳନୀ। ତେବେ ଏଥିରେ ଆନ୍ନା ଯୋଗଦେବେ ବୋଲି ଶୁକ୍ରବାର ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାରଙ୍କ ସୂଚନା ଦେଇଛନ୍ତି।
Next Post
ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା
Fri Nov 1 , 2019
ବାସ୍ତବ ବ୍ୟୁରୋ (ନୂଆଦିଲ୍ଲୀ): ଝାଡ଼ଖଣ୍ଡ ବିଧାନମଭା ପାଇଁ ଆଜି ନିର୍ବାଚନ କମିଶନ ତାରିଖ ଘୋଷଣା କରିବା ପରେପରେ ଆଜିଠାରୁ ଝାଡଖଣ୍ଡରେ ଆଦର୍ଶ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇ ଯାଇଛି । ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭା ପାଇଁ ଆସନ୍ତା ନଭେମ୍ବର ୩୦ ତାରିଖ ଠାରୁ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ନିର୍ବାଚନ କମିଶନ ଆଜି ଅପରାହ୍ଣରେ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି। ପ୍ରଥମ […]



