ବାସ୍ତବ ବ୍ୟୁରୋ (ଭୁବନେଶ୍ୱର) : ସମ୍ଭାବ୍ୟ ବାତ୍ୟା ଖବର ଗଣମାଧ୍ୟରୁ ଶୁଣି ବଜାର ହାଟରେ ଲୋକଙ୍କ ପ୍ରବଳ ଗହଳି ଲାଗିିଛି । ଓଡିଶା ପାଇଁ ବାତ୍ୟାର କୌଣସି ସୂଚନା ନଥିବା ବେଳେ ଲୋକେ କିନ୍ତୁ ଆଗୁଆ ପରିବା କିଣି ଗଚ୍ଛିତ ରଖୁଥିବା ବେଳେ ବେପାରୀ ଲୋକଙ୍କ ଆବଶ୍ୟକତାର ଫାଇଦା ନେଉଛନ୍ତି । ଯାହା ଫଳରେ ପରିବା ବଜାରରେ ଦର ଆକାଶ ଛୁଆଁ ହୋଇଛି । ବଜାରରେ ପିଆଜ- ୭୦, ଆଳୁ-୨୪, ରସୁଣ- ୨୦୦, ଅଦା- ୧୫୦, ବାଇଗଣ- ୫୦, ପୋଟଳ- ୬୦, ବିଲାତି- ୫୦, ବିନସ୍- ୬୦, ବନ୍ଧାକୋବି- ୩୫ ଓ ଫୁଲକୋବି- ୬୦ ଟଙ୍କା ରହିଥିବା ଜଣାପଡିଛି ।
ସଠିକ୍ ଖବର ସଠିକ୍ ସମୟରେ ପାଇବା ପାଇଁ ଆଯିହିଁ ଡାଉନ୍ ଲୋଡ୍ କରନ୍ତୁ…bastabtv APP ଆପଣଙ୍କ ସ୍ମାର୍ଟ ଫୋନ୍ ର ପ୍ଲେଷ୍ଟୋର ରୁ