ଆଜି ବି କ୍ରମାଗତ ପଞ୍ଚମ ଦିନରେ ଅଚଳ ହେଲା ବିଧାନସଭା…

ବାସ୍ତବବ୍ୟୁରୋ(ଭୁବନେଶ୍ବର):୬।୧୨-ଆଜିବି ଅଚଳ ହେଲା ବିଧାନସଭା ।କ୍ରମାଗତ ପଞ୍ଚମ ଦିନରେ ପୂର୍ବ ଦିନପରି ଚାଲିପାରିଲାନି ଗୃହ । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ କାର୍ଯ୍ୟ ଆରମ୍ଭରୁ ଗୃହକୁ, ଅପରାହ୍ନ ୪ଟା ଯାଏଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମୁଲତବୀ ରଖିଲେ ।

ସେପଟେ କେନ୍ଦ୍ରର ଅବହେଳା ପ୍ରତିବାଦରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା । ବିଧାନସଭାରେ ଜୟୀ ରାଜଗୁରୁଙ୍କ ମୁଖା ପିନ୍ଧି ଶାସକ ଦଳ ସଦସ୍ୟ ପ୍ରତିବାଦ କରିଛନ୍ତି । ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ଆନ୍ଦୋଳନର ମାନ୍ୟତା ନମିଳିବା, ପାଇକମାନଙ୍କୁ କଳାକାରର ମାନ୍ୟତା ନମିଳିବାକୁ ଅସ୍ତ୍ର କରି ବିରୋଧ କରିଛି ବିଜେଡି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଧାୟକ ପ୍ରଫୁଲ୍ଲ ମାଝୀ କଂଗ୍ରେସରୁ ବହିଷ୍କୃତ...

Mon Dec 6 , 2021
ବାସ୍ତବବ୍ୟୁରୋ(ଭୁବନେଶ୍ବର):୬।୧୨-ତଳସରା ନିର୍ବାଚନମଣ୍ଡଳୀରୁ ଲଗାତାର ୩ ଥର ବିଧାୟକ ନିର୍ବାଚିତ ହୋଇ ହ୍ୟାଟ୍ରିକ ମାରିଥିବା, ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ କଂଗ୍ରେସରୁ ବହିଷ୍କୃତ। କଂଗ୍ରେସର ଟାଣୁଆ ଆଦିବାସୀ ନେତା ଥିଲେ ପ୍ରଫୁଲ୍ଲ ମାଝୀ । ଦଳ ବିରୋଧୀ କାର୍ଯ୍ୟ, ବିଶୃଙ୍ଖଳିତ ଆଚରଣ ପାଇଁ ଦଳରୁ ବହିଷ୍କୃତ କରିଛି କଂଗ୍ରେସ । ପୂର୍ବରୁ ଚର୍ଚ୍ଚା ହେଉଥିଲା ଯେ,ପ୍ରଫୁଲ୍ଲ ମାଝି କଂଗ୍ରେସ ଛାଡି ବିଜେଡିରେ ଯୋଗଦେବେ।ହେଲେ କଂଗ୍ରେସରୁ ବହିଷ୍କୃତ ହେବା ପରେ ଏବେ ସେ […]

You May Like

Pin It on Pinterest