ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ…

ବାସ୍ତବବ୍ୟୁରୋ(ଭୁବନେଶ୍ବର):ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସ୍କ ୧୨ ଜଣ ଶିଶୁ ଓ କିଶୋର କରୋନା ସଂକ୍ରମିତ ଅଛନ୍ତି ।ଏହି ସଂକ୍ରାମିତଙ୍କ ମଧ୍ୟରୁ ୮୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୨ ଜଣ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ,ଅନୁଗୁଳ ଜିଲ୍ଲାରୁ ୧ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକରୁ ୬ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୬୩ ଜଣ, କୋରାପୁଟରୁ ୬ ଜଣ, ମୟୂରଭଞ୍ଜରୁ ୩ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୧୦ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୬ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୧୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା, ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର

Tue Dec 7 , 2021
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୪ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୯୯୨୧ ଜଣ ସୁସ୍ଥ […]

You May Like

Pin It on Pinterest