
ପ୍ରମୋଦ ନାୟକ: ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା #ଅପରାଜିତାଷଡ଼ଙ୍ଗୀ ଜଗନ୍ନାଥ ନଗର ଠାରେ ପ୍ରଧାନମନ୍ତ୍ରୀ ଜନ ଔଷଧି କେନ୍ଦ୍ର ଉଦଘାଟନ କରିଛନ୍ତି l ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦିଙ୍କ ଏହି ଜନ କଲ୍ୟାଣକାରୀ ଯୋଜନା ବିଷୟରେ ସମସ୍ତଙ୍କୁ ଅବଗତ କରାଇଥିଲା l
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ବିଜେପି ନେତା ତଥା ବିଧାୟକ ପାର୍ଥୀ ଜଗନ୍ନାଥ ପ୍ରଧାନ,ବିଜେପି ର ବହୁ ଆଗ ଧାଡ଼ିର ସଂଗଠକ, ବିଭାଗୀୟ କତୃପକ୍ଷ ଏବଂ ହିତାଧିକାରୀଙ୍କ ସହ ସ୍ଥାନୀୟ ଜନ ସାଧାରଣ ଉପସ୍ଥିତ ଥିଲେ l




