ଚାନ୍ଦବାଲି-ହାୱବା ଧକ୍କା ରେ ଦୁଇ ବାଇକ୍ ଆରୋହୀ ମୃତ…

ଦେବକାନ୍ତ ମହାନ୍ତି (ଚାନ୍ଦବାଲି): ଚାନ୍ଦବାଲିରେ ହାଇବା ଗାଡ଼ି ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ । ଚାନ୍ଦବାଲି ଏନ ଏ ସି ବଡ଼ବଜାର ତାରଣୀଛକ ନୀକଟରେ ଏକ ହାଇବା ଗାଡ଼ି ଧକ୍କାରେ ୨ ଜଣ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି ।

ମୃତ ବାଇକ ଆରୋହୀ ହେଉଛନ୍ତି ମତୋ ମୁସଲମାନ ବସ୍ତିର ଦୁଇ ଭାଇ ସେକ୍ ସକିଲ ଓ ସେକ୍ ଆସଲାମ । ଦୁଇଭାଇ ଭଉଣୀ ଘରକୁ ଇଦ୍ ମୁବାରକ୍ ପାଇଁ ଯାଇ,କନିକା ଅଂଚଳରୁ ଚାନ୍ଦବାଲି ଫେରୁଥିବା ସମୟରେ ଚାନ୍ଦବାଲିରୁ କେନ୍ଦ୍ରପଡ଼ା ଯାଉଥିବା ହାୱବା ଗାଡ଼ି ସେମାନଙ୍କୁ ଧକ୍କା ଦେବାରୁ ଘଟଣା ସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି ।

ପୋଲିସ ଖବର ପାଇ ଘଟଣା ସ୍ଥଳରେ ୨ ମୃତ ବ୍ୟକ୍ତିଙ୍କୁ ଉଦ୍ଧାର କରି ୧୦୮ ଯୋଗେ ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚାଇ ଛନ୍ତି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆରମ୍ଭ ହେଲା ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା...

Tue May 3 , 2022
ତ୍ରିନାଥ ବାରିକ(ପୁରୀ : ଆଜି ପବିତ୍ର ଅକ୍ଷୟ ତୃତୀୟା‌ରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା ଆରମ୍ଭ ହେଲା । ପରମ୍ପରା ଅନୁଯାୟୀ ମହାପ୍ରଭୁ ନନ୍ଦା-ଭଦ୍ରାରେ ବସି ଚାପ ଖେଳିଛନ୍ତି। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଶ୍ରୀଦେବୀ, ଭୂଦେବୀ, ରାମ-କୃଷ୍ଣଙ୍କ ସମେତ ପଞ୍ଚ ମହାଦେବ ଜମ୍ବେଶ୍ବର, ଲୋକନାଥ, କପାଳମୋଚନ, ମାର୍କଣ୍ଡେଶ୍ବର ଓ ନୀଳକଣ୍ଠେଶ୍ବର ଶ୍ରୀମନ୍ଦିରରୁ ବାହାରି ବଡ଼ଦାଣ୍ଡ ଦେଇ ନରେନ୍ଦ୍ର ପୁଷ୍କରିଣୀରେ ବିଜେ କରିଛନ୍ତି। ଚନ୍ଦନ ଚକଡ଼ାରେ ଚନ୍ଦନ ନୀତିକାନ୍ତି ପରେ ନନ୍ଦା-ଭଦ୍ରାରେ […]

You May Like

Pin It on Pinterest