୨୪ଟି ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ୟେଲୋ ୱାର୍ଣ୍ଣିଙ୍ଗ ଜାରି…

ଭୁବନେଶ୍ୱର ୦୫।୦୫ : ୨୪ଟି ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ,ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି । ପ୍ରବଳ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା। ଗୋଟିଏରୁ ଦୁଇଟି ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କି.ମି ରହିପାରେ ।

ପାଣିପାଗ ବିଭାଗର ସୂଚନା ଅନୁଯାଇ, କାଳବୈଶାଖୀ ହେବାର ସମ୍ଭାବନା ଥିବା ଜିଲ୍ଲା ଗୁଡିକ ହେଲା -ବାଲେଶ୍ବର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧ। ପୁରୀ, ନୟାଗଡ, କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, ଝାରସୁଗୁଡା ସମ୍ବଲପୁର , ଦେବଗଡ, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡା।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

କାଳବୈଶାଖୀ ପ୍ରଭାବରେ ରାସ୍ତାରେ ବିରାଟକାୟ ଗଛ ପଡି ରାସ୍ତା ଅବରୋଧ

Thu May 5 , 2022
ତପ୍ତପାଣି: ୦୫।୦୫:କାଳବୈଶାଖୀ ପ୍ରଭାବରେ ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ପାଟପୁର ଥାନା ଅନ୍ତର୍ଗତ ତପ୍ତପାଣି ଘାଟି ନିକଟ ଦସେଇପୁର ଏବଂ ଖେମୁଣ୍ଡିଖୋଲ ନିକଟ ମୁଖ୍ୟ ରାସ୍ତାରେ ବିରାଟକାୟ ଗଛ ପଡି ରାସ୍ତା ଅବରୋଧ ହୋଇଛି । ବାତ୍ୟା ପୂର୍ବରୁ ପ୍ରବଳ ବର୍ଷା ସାଙ୍ଗକୁ ପବନ ମାଡ଼ରେ ମୁଖ୍ୟ ରାସ୍ତାରେ ଏକ ଘଣ୍ଟା ଧରି ପଡିରହିଛି ଏହି ବୃକ୍ଷ । ଗଞ୍ଜାମ ଗଜପତି ସୀମାନ୍ତ ତଥା ଉଭୟ ପଟରୁ ସହ ସହ ଯାନ […]

You May Like

Pin It on Pinterest