ଯବାନ-ମାଓବାଦୀ ଗୁଳି ବିନିମୟ ୩ ଜଣ ଯବାନ ସହିଦ୍ …

ନୂଆପଡା, ୨୧/୦୬: ମାଓବାଦୀଙ୍କ ବର୍ବରତା ଚରମ ସୀମାରେ ପହଂଚିଛି । ବୋଡେନ ଥାନା ପାଟଦର୍ହା ଜଙ୍ଗଲରେ ଯବାନ-ମାଓବାଦୀ ଗୁଳି ବିନିମୟ ଘଟିଛି ।ଏଥିରେ ୩ ଜଣ ଯବାନ ସହିଦ୍ ହୋଇଥିବା ସୂଚନା ମିଳିଛି । ପୂର୍ବରୁ ପାଟଦର୍ହା ଜଙ୍ଗଲ ଭିତରେ ହେଉଥିବା CRPF କ୍ୟାମ୍ପକୁ ବିରୋଧ କରିଆସୁଥିଲେ ମାଓବାଦୀ । ଯାହାକୁ ନେଇ ହିଂସା ପରାୟଣ ହୋଇ ଆଜି ଏପରି କାଣ୍ଡ ଘଟାଇଛନ୍ତି ।ସହିଦ ଯବାନମାନେ ହେଲେ ଶିଶୁପାଳ ସିଂହ, ଶିବଲାଲ ଓ ଧର୍ମେନ୍ଦ୍ର କୁମାର ସିଂହ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆମ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଏବଂ ନୀତି ଦ୍ୱାରା ମୁଁ ଅନୁପ୍ରାଣିତ - ମୁଖ୍ୟମନ୍ତ୍ରୀ

Tue Jun 21 , 2022
ପ୍ରମୋଦ ନାୟକ(ଭୁବନେଶ୍ବର) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଇଟାଲୀରେ ପହଞ୍ଚିବା ପରେ ଆଜି ନିଜ ଗସ୍ତର ପ୍ରଥମ ଦିନରେ ରୋମ ସହର ବୁଲି ଦେଖିବାର କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ଜଣାପଡିଛି । ରୋମ ଗସ୍ତ ଆରମ୍ଭ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ରୋମର ପିଆଜା ଗାନ୍ଧୀଠାରେ ଥିବା ମହାତ୍ମା ଗାନ୍ଧୀ ମେମୋରିଆଲ ଷ୍ଟାଚ୍ୟୁରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଆମ ଜାତିର ପିତା ମହାତ୍ମା […]

You May Like

Pin It on Pinterest