ଲାୟନ୍ସ୍ କ୍ଲବ୍ ଅତାବିରା ପକ୍ଷରୁ ବୃକ୍ଷରୋପଣ କାର୍ଯ୍ଯକ୍ରମ…

ବରଗଡ଼:-୧୨.୭(ବାସ୍ତବ ଟିଭି)ବରଗଡ଼ ଜିଲ୍ଲା ଅତାବିରା ଏନ୍ ଏସି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଲାୟନ୍ସ କ୍ଳବ୍ ଅତାବିରା ର ସଭାପତି ଧିରେନ୍ଦ୍ର ରଥ ଙ୍କ ଅଧ୍ୟକ୍ଷତା ରେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସର ରେ ପାଖାପାଖି ୮୦ରୁ ଉର୍ଦ୍ଧ୍ବ ଚାରା ରୋପଣ କରାଯାଇ କ୍ଳବ୍ ର ସଦସ୍ୟ ପ୍ରମୁଖ “ବୃକ୍ଷ ହିଁ ଜୀବନ” ବିଷୟରେ ଏକ ବାର୍ତ୍ତା ପ୍ରଦାନ କରି ଆଗକୁ ବହୁ ମାତ୍ରାରେ ଚାରା ରୋପଣ କରିବା ସହ ତାର ଯତ୍ନ ନେବେ ବୋଲି ସଂକଳ୍ପ ବଦ୍ଦ ରହିଥିଲେ।ଏଥିରେ ଲାୟନ୍ସ କ୍ଳବ୍ ଅତାବିରା ର ସଂପାଦକ ବିକାଶ ସାହୁ,ବିନୟ ଦାଶ, ସୋମନାଥ ପଟ୍ଟନାୟକ,ବଳରାମ ପ୍ରଧାନ, ସୁଦୟ ଭୋଇ,ଅମିତ୍ ଗୁପ୍ତା,ଜଗବନ୍ଧୁ ପଣ୍ଡା ସମେତ ସମସ୍ତ ସଦସ୍ୟ ପ୍ରମୁଖ ଙ୍କ ଉପସ୍ଥିତ ରହିଥିଲା।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ବଜେଟ୍‌ ଅଧିବେଶନ ଆଜିଠାରୁ ଆରମ୍ଭ...

Wed Jul 13 , 2022
ପ୍ରମୋଦ ନାୟକ(ଭୁବନେଶ୍ବର): ଆଜିଠାରୁ ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ବଜେଟ୍‌ ଅଧିବେଶନର ଆରମ୍ଭ । ଏହି ଅଧିବେଶନ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନରେ ଅର୍ଥାତ ଆଜି ବିଭାଗୀୟ ଷ୍ଟାଣ୍ଡିଂ କମିଟିଗୁଡ଼ିକର ରିପୋର୍ଟ ଗୃହରେ ଉପସ୍ଥାପନ ହେବ। ୧୪ରୁ ୨୯ ତାରିଖ ଯାଏ ବିଭିନ୍ନ ବିଭାଗର ଖର୍ଚ୍ଚଦାବି ଉପରେ ଆଲୋଚନା କରାଯିବ। ୩୦ ତାରିଖରେ ୨୦୨୨-୨୩ ବଜେଟ୍‌ ଉପରେ ବ୍ୟୟମଞ୍ଜୁରି ବିଲ୍‌ ପାରିତ ହେବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି […]

You May Like

Pin It on Pinterest