ଆଇପିଏସ୍‌ ଓ ଓପିଏସ୍‌ ସ୍ତରରେ ଅଦଳବଦଳ ପ୍ରହ୍ଲାଦ ସହାଇ ମୀନା ବୌଦ୍ଧର ନୂଆ ଏସ୍‌ପି…

ପ୍ରମୋଦ ନାୟକ(ଭୁବନେଶ୍ବର):ରାଜ୍ୟ ସରକାରଙ୍କ ସୂଚନା ଅନୁଯାଇ, ଆଇପିଏସ୍‌ ଓ ଓପିଏସ୍‌ ସ୍ତରରେ ଅଦଳବଦଳ ହୋଇଛି। ବୌଦ୍ଧ ଓ ଦେବଗଡ଼ ଜିଲ୍ଲା ଏସ୍‌ପିଙ୍କୁ ବଦଳି ହୋଇଛି। ପ୍ରହ୍ଲାଦ ସହାଇ ମୀନାଙ୍କୁ ବୌଦ୍ଧର ନୂଆ ଏସ୍‌ପି ଭାବେ ନିଯୁକ୍ତି ମିଳିଛି।

କ୍ରାଇମ୍ ଡିସିପି ପ୍ରମୋଦ ରଥଙ୍କୁ ଦେବଗଡ଼ ଏସ୍‌ପି ଭାବେ ଦାୟିତ୍ବ ମିଳିଛି। ସେହିପରି ଚିତ୍ତ ରଞ୍ଜନ ସାମନ୍ତ ହେଲେ କମ୍ପ୍ୟୁଟର ଏସ୍‌ପି (ଭୁବନେଶ୍ବର)। ପଦୋନ୍ନତି ମିଳିବା ପରେ ସୁଦାମ ସାହୁଙ୍କୁ କଟକ-ଭୁବନେଶ୍ୱର କ୍ରାଇମ ଡିସିପି ଭାବେ ନିଯୁକ୍ତି ମିଳିଛି। ସୟଦ ମୁଜିବୁର ରେହମାନଙ୍କୁ ସିଗନାଲ ଏସ୍‌ପି ଦାୟିତ୍ବ ମିଳିଛି।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଅମିତ ଶାହାଙ୍କ ବଡ଼ ଘୋଷଣା,ନାଗରିକତ୍ୱ (ସଂଶୋଧନ) ଆଇନ କାର୍ଯ୍ୟକାରୀ ହେବ କେବେ ଜାଣନ୍ତୁ…

Tue Aug 2 , 2022
ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା CAA ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ମଙ୍ଗଳବାର ଦିନ ପଶ୍ଚିମବଙ୍ଗର ବିରୋଧୀଦଳର ନେତା ସୁଭେନ୍ଦୁ ଆଦିକାରୀଙ୍କୁ ଭେଟିବା ପରେ ଶାହା ଅବୈଧ ପ୍ରବାସୀମାନଙ୍କ ସହ ଆଇନ କାର୍ଯ୍ୟକାରୀ ହେବାର ସମୟସୀମା ସମ୍ପର୍କରେ ସୂଚନା ଦେଇଛନ୍ତି। ଦେଶରେ ଟୀକାକରଣ ଅଭିଯାନ ଶେଷ ହେବା ପରେ ନାଗରିକତ୍ୱ (ସଂଶୋଧନ) ଆଇନ କାର୍ଯ୍ୟକାରୀ ହେବ ବୋଲି କେନ୍ଦ୍ର ଗୃହମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି ଯେ […]

You May Like

Pin It on Pinterest