ପଦ୍ମଶ୍ରୀ କମଳା ପୂଜାରୀଙ୍କୁ କଟକ ମେଡିକାଲ ରେ ଭେଟିଲେ କଟକ ବିଜେପିର ନେତୃମଣ୍ଡଳୀ…

ସଂଜୟ ଶତପଥୀ(କଟକ): ଆମ ଓଡ଼ିଶାର ଗୌରବ ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ ରେ ଚିକିତ୍ସିତ ହେଉଥିବାରୁ, ମା’ଙ୍କୁ ଭେଟିବା ପାଇଁ କଟକନଗର ଭାଜପାର ଏକ ଟିମ ଆଜି ମେଡ଼ିକାଲ ପହଞ୍ଚିଥିଲେ।

ଭାଜପା କଟକନଗର ସଭାପତି ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ରାଜ୍ୟ ସଂଖ୍ୟା ଲଘୁମୋର୍ଚା ସଭାପତି ସିକନ୍ଦର ଅଲ୍ଲି,ଜିଲ୍ଲା ସାଧାରଣ ସମ୍ପାଦକ ବିଶ୍ୱରଂଜନ ମିଶ୍ର, ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ପ୍ରବୀଣା ମହାପାତ୍ର ପ୍ରମୁଖ କାର୍ଯ୍ୟକର୍ତା ଶ୍ରୀମତୀ ପୂଜାରୀଙ୍କ ସ୍ୱାସ୍ଥ୍ୟଵସ୍ଥା ସମ୍ପର୍କରେ ବିଭାଗୀୟ ଡାକ୍ତରଙ୍କ ସହିତ ଆଲୋଚନା କରିଥିଲେ ଏବଂ ସଦା ହସମୁଖ ମାଆଙ୍କ ଶିଘ୍ରାତିଶୀଘ୍ର ଆଶୁ ଆରୋଗ୍ୟ କାମନା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମା’ଙ୍କ ପାଇଁ ଦେଇଥିବା ସଦିଚ୍ଛାବାର୍ତ୍ତା ପ୍ରଦାନ କରିଥିଲେ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି...

Fri Aug 26 , 2022
ପ୍ରମୋଦ ନାୟକ(ଭୁବନେଶ୍ବର):ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲିଖି ଛୁଟି ମାଗିଛନ୍ତି ।ତାହା ସରକାରୀ ଛୁଟି ଘୋଷଣା ପାଇଁ ଶ୍ରୀ ମିଶ୍ରଙ୍କ ଦାବି । ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଗଣପର୍ବ ‘ନୂଆଖାଇ’ ଅବସରରେ ୨ ଦିନ ସରକାରୀ ଛୁଟି ଘୋଷଣା କରିବା ନେଇ ଶ୍ରୀ ମିଶ୍ର ଦାବି କରିଛନ୍ତି। ଚିଠିରେ ସେ ଲେଖିଛନ୍ତି ଯେ, ଆସନ୍ତା ‌ସେପ୍ଟେମ୍ବର ୧ ତାରିଖରେ ପଶ୍ଚିମ ଓଡ଼ିଶାର […]

You May Like

Pin It on Pinterest