ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୯ରେ ଅବପାତ

ବାସ୍ତବ ବ୍ୟୁରୋ : ଆଜି ସକାଳେ (ଗୁରୁବାର) ଦକ୍ଷିଣପୂର୍ବ ବଙ୍ଗୋପସାଗର-ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ଭାରତୀୟ ପାଣିପାଗ ବିଭାଗର ସୂଚନାନୁଯାୟୀ, ଆଜି(ଗୁରୁବାର) ସକାଳେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ୧୯ ତାରିଖ ସୁଦ୍ଧା ଅବପାତରେ ପରିଣତ ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ବଙ୍ଗୋପସାଗରରେ  ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବ ଓଡ଼ିଶା ଉପରେ କଣ ରହିବ, ସେନେଇ ସ୍ପଷ୍ଟ ହୋଇ ନାହିଁ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ପ୍ରତିଦିନ ୧୦୮ନମ୍ବରକୁ ଆସୁଛି ୭ ଶହ ଫେକ୍ କଲ୍...

Thu Nov 17 , 2022
 ବାସ୍ତବ ବ୍ୟୁରୋ: ଜରୁରୀ ସେବା ପାଇଁ ଜାରୀ ହୋଇଥିବା ୧୦୮ନମ୍ବରକୁ ବାରମ୍ୱାର ଆସୁଛି ଫେକ୍ କଲ୍ । ଏନେଇ ଅଭିଯୋଗ କଲାପରେ ବି ସୁଧୁରୁ ନାହାଁନ୍ତି ଲୋକେ । ବାରମ୍ୱାର କଲ୍ କରି କର୍ମଚାରୀଙ୍କୁ ହଇରାଣ କରୁଛନ୍ତି । ପ୍ରତିଦିନ ଫେକ୍‌ କଲ୍‌ କରୁଥିବା ବ୍ୟକ୍ତି ମୁଖ୍ୟତଃ ଯୁବତୀ ଟେଲି କଲରଙ୍କ ସହ କଥା ହେବାକୁ କହୁଛନ୍ତି। ଏହାଦ୍ୱାରା ଯୁବତୀ ଟେଲି କଲର ମାନସିକ ଭାବେ ଭାଙ୍ଗି ପଡ଼ୁଛନ୍ତି । ଏପରିକି […]

You May Like

Pin It on Pinterest