ଓଡ଼ିଆ ନବବର୍ଷରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ବାସ୍ତବ ବ୍ୟୁରୋ-ଆଜି ହେଉଛି ପବିତ୍ର ମହାବିଷୁବ ପଣା ସଂକ୍ରାନ୍ତି । ଏହା ସହ ଆଜିର ଦିନକୁ ଓଡ଼ିଆ ନବବର୍ଷ ଭାବେ ମଧ୍ୟ ପାଳନ କରାଯାଇଥାଏ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି । ମହାବିଷୁବ ପଣା ସଂକ୍ରାନ୍ତିର ଅଭିନନ୍ଦନ ଜଣାଇବା ସହ ବର୍ଷସାରା ଖୁସି ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ସେ ପ୍ରାର୍ଥନା କରିଛନ୍ତି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଲକଡାଉନ୍ ସମୟ ରେ କୋହଳହେଇଥବା କିଛି ନିୟମ

Mon Apr 13 , 2020
 ବାସ୍ତବ ବ୍ୟୁରୋ-ଆଜି ରିଲିଫ୍ କମିଶନର୍ ପ୍ରଦୀପ ଜେନା ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ସେ କହିଛନ୍ତି ପ୍ରଥମ ପର୍ଯ୍ୟାୟରେ ତାଲାବନ୍ଦ ଅବଧି ସଫଳ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟରେ ଏପ୍ରିଲ ୩୦ଯାଏଁ ତାଲାବନ୍ଦ କଟକଣା ବଳବତ୍ତର ରହିବ । ସମସ୍ତ ପରିସ୍ଥିତିକୁ ଦୃଷ୍ଟିରେ ରଖି ନିୟମରେ କିଛି ପରିବର୍ତ୍ତନ କରାଯାଇଛି ବୋଲି ସେ କହିଛନ୍ତି । ଏପ୍ରିଲ ୧୫ପରଠାରୁ ରବି ଫସଲ ଉତ୍ପାଦନ ଆରମ୍ଭ ହେବ । କୃଷି […]

You May Like

Pin It on Pinterest