କୃଷି ବିଭାଗ ର ୩୦ଜିଲ୍ଲାରେ ୩୦ ନୋଡ଼ାଲ ଅଫିସର

ବାସ୍ତବ ବ୍ୟୁରୋ-ରାଜ୍ୟର ୩୦ଜିଲ୍ଲା ପାଇଁ ୩୦ନୋଡ଼ାଲ ଅଫିସର ନିଯୁକ୍ତି ପାଇଛନ୍ତି । କୃଷି ବିଭାଗ ଯୋଜନା ଠିକ ଭାବେ କାର୍ଯ୍ୟକାରୀ ହେଉଛି କି ନାହିଁ ନିଯୁକ୍ତ ହୋଇଥିବା ନୋଡ଼ାଲ ଅଫିସର ତଦାରଖ କରିବେ । ସମସ୍ୟା ସମାଧାନ ସହ ପ୍ରତିଦିନ ଅପରାହ୍ନରେ ରିପୋର୍ଟ ଦେବେ । ଏହାସହ କୃଷି ସରଞ୍ଜାମ ମରାମତି ଦୋକାନ ଖୋଲା ରହିବ । ସାର ଓ ପରିବହନ ଦୋକାନ ଖୋଲା ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କୃଷି ବିଭାଗ ପକ୍ଷରୁ ସମୀକ୍ଷା କରିବା ପରେ କୃଷିମନ୍ତ୍ରୀ ଅରୁଣ ସାହୁ ଏନେଇ ସୂଚନା ଦେଇଛନ୍ତି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଦେଶର ୧୭୦ ଜିଲ୍ଲା ହଟସ୍ପଟ୍.....

Wed Apr 15 , 2020
ବାସ୍ତବ ବ୍ୟୁରୋ-ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ କହିଛନ୍ତି ଯେ ଦେଶରେ ଏପର୍ଯ୍ୟନ୍ତ କରୋନା ଭାଇରସର ଗୋଷ୍ଠୀ ସଂକ୍ରମଣ ହୋଇନାହିଁ । କରୋନା ସମ୍ପର୍କିତ ସମସ୍ତ ରାଜ୍ୟ ମାନଙ୍କ ସହିତ ଆଲୋଚନା କରାଯାଇଛି । ହଟସ୍ପଟ୍ ଓ କଣ୍ଟେନମେଣ୍ଟ ଜୋନ ବିଷୟରେ ଆଲୋଚନା ମଧ୍ୟ ହୋଇଛି । ରାଜ୍ୟ ଓ କେନ୍ଦ୍ର ଉଭୟ କରୋନା ବିରୋଧରେ ମିଳିତ ଉଦ୍ୟମରେ ଲଢ଼େଇ ଜାରି ରଖିଛନ୍ତି […]

You May Like

Pin It on Pinterest