ନବୀନ ଦାଶ(ବରଗଡ) :ମୃତ୍ୟୁର ପଥ ୫୩ନଂ ମୁଖ୍ୟ ଜାତୀୟ ରାଜପଥ ରେ ଦୁର୍ଘଟଣା।
ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଛକ ୫୩ନଂ ଚାରି ଥାକିଆ ମୁଖ୍ୟ ଜାତୀୟ ରାଜପଥ ରେ ଦୁର୍ଘଟଣା।ଜଣେ ଗୁରୁତର ହେବା ସହ ଅନ୍ୟ ଆହତ ହୋଇଥିବା ବେଳେ ଦୁଇ ଜଣଙ୍କୁ ବୁର୍ଲା ଡାକ୍ତର ଖାନା କୁ ପଠାଇ ଦିଆଯାଇଥିବା ସୂଚନା ମିଳିଛି।
Mon May 1 , 2023
ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୫,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୮,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୨୮୨ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୨୮୨ […]