ଦୁଇଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡି ୱାଇ ଚନ୍ଦ୍ରଚୂଡ଼…

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼।

ଆସନ୍ତାକାଲି କଟକ ଜୁଡିସିଆଲ ଏକାଡେମିରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପରଲେସ କୋର୍ଟ ସମ୍ମିଳନୀରେ ସେ ଯୋଗ ଦେବେ। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ହାଇକୋର୍ଟର ବିଚାରପତିମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ସେୟାର କରନ୍ତୁ

Next Post

ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୩,୦୦୦ ତଳେ...

Sat May 6 , 2023
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୩୦୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୩୧,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୬୧ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। […]

You May Like

Breaking News

Pin It on Pinterest