ବାସ୍ତବ ବ୍ୟୁରୋ: ବଢିଲା ସ୍କୁଲ ପିଲାଙ୍କ ଖରାଛୁଟି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରା ଛୁଟି ଅବଧିକୁ ବଢାଇଛନ୍ତି ସରକାର । ପୂର୍ବରୁ ଧାର୍ଯ୍ୟ ହୋଇଥିବା ତାରିଖ ପରିବର୍ତ୍ତେ ଅଧିକ ଦୁଇ ଦିନ ପାଇଁ ଖରା ଛୁଟିକୁ ବୃଦ୍ଧି କରାଯାଇଛି । ଆସନ୍ତା ୧୯ ତାରିଖ ପରିବର୍ତ୍ତେ ଜୁନ୍ ୨୧ ତାରିଖରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଖୋଲିବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ତରଫରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ତେବେ ବର୍ତ୍ତମାନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ପିଲାଙ୍କ ଛୁଟି ଅବଧିକୁ ବୃଦ୍ଧି କରାଯାଇଛି ।
Next Post
ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠରେ ରଜ ମହୋତ୍ସବ ଓ ପ୍ରତିଭା ସମ୍ମାନ ଉତ୍ସବ....
Fri Jun 16 , 2023
ସଂଜୟ ଶତପଥୀ(କଟକ): ଶ୍ରୀ ଶ୍ରୀ ବଳଦେବଜୀଉ ଭାଷା ସାହିତ୍ୟ ମଞ୍ଚ ଓ ଶ୍ରୀ ଶ୍ରୀ ଅନ୍ଧବର ସାଂସ୍କୃତିକ ପରିଷଦ, ବଙ୍ଗାରୀ, ଜିଲ୍ଲା -କେନ୍ଦ୍ରାପଡା ର ମିଳିତ ଆନୁକୂଲ୍ୟରେ ପବିତ୍ର ରଜସଂକ୍ରାନ୍ତି ଉପଲକ୍ଷେ କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ବଙ୍ଗାରୀଗ୍ରାମ ସ୍ଥିତ ଶ୍ରୀ ଶ୍ରୀ ଅନ୍ଧବର ପୀଠ ଠାରେ ଜିଲ୍ଲାର ବିଶିଷ୍ଟ ଶିକ୍ଷାବିତ୍ ଡଃ ଲିଙ୍ଗରାଜ ଶତପଥୀ ଙ୍କ ସଭାପତିତ୍ବରେ ରଜମହୋତ୍ସବ ଓ କୃତି ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ମହାସମାରୋହରେ […]

You May Like
-
6 years ago
ଆଜିର ଖାସ୍ ଖବର
-
7 years ago
ପୁଣି ଓଡ଼ିଶା ଗସ୍ତରେ ରାହୁଲ !
-
5 years ago
ନିରୁଦିଷ୍ଟ ଯୁବକର ସନ୍ଧେହ ଜନକ ମୃତ ଦେହ ଉଦ୍ଧାର…
-
5 years ago
ଡ୍ରାଗନ୍ କୁ ପୁଣି ଏକ ଜରଦସ୍ତ ଥାପଡ଼ …


