କରୋନା ସଚେତନା ପାଇଁ ଜାରି ହେଲା ହ୍ୱାଟସ୍-ଆପ୍ ନମ୍ବର

ବାସ୍ତବ ବ୍ୟୁରୋ-କରୋନା ସମ୍ପର୍କିତ ସୂଚନା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । କୋଭିଡ଼ ହେଲ୍ପଡେସ୍କ ଲଞ୍ଚ କରିଛନ୍ତି ରାଜ୍ୟ ସରକାର । ହ୍ୱାଟସ ଆପ୍ ନମ୍ବରରେ HI ଲେଖି ପଠାଇଲେ ସମସ୍ତ ତଥ୍ୟ ପାଇପାରିବା ନେଇ ସୂଚନା ମିଳିଛି । ହ୍ୱାଟସ୍ ଆପ ନମ୍ବରଟି ହେଉଛି ୯୩୩୭୯୨୯୦୦୦ । ଏହାସହ bit.ly/OGCcovidWhatsAppଏହି ଲିଙ୍କରେ କ୍ଲିକ କରି ମଧ୍ୟ ସମସ୍ତ ତଥ୍ୟ ଜାଣିପାରିବେ ।

ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବର୍ତ୍ତମାନ କରୋନା ଆକ୍ରାନ୍ତ ସଂଖ୍ୟା ୮୨କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୩୦ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏଥିସହିତ ଏବେ ୫୧ଜଣ କରୋନାରେ ରାଜ୍ୟରେ ସକ୍ରିୟ ରହିଛନ୍ତି । ସଠିକ୍ ଖବର ସଠିକ୍ ସମୟରେ ପାଇବା ପାଇଁ ଡାଉନ୍ ଲୋଡ୍ କରନ୍ତୁ- bastabtv APP

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ମାଣବସା ଗୁରୁବାର,ଛଉ ନୃତ୍ୟ ଓ ରାବଣ ଛାୟା ସ୍ଥାନ ପାଇଲା କେନ୍ଦ୍ର ଐତିହ୍ୟ ତାଲିକାରେ...

Wed Apr 22 , 2020
ବାସ୍ତବ ବ୍ୟୁରୋ-ମାଣବସା ଗୁରୁବାର,ଛଉ ନୃତ୍ୟ ଓ ରାବଣ ଛାୟା ସ୍ଥାନ ପାଇଲା କେନ୍ଦ୍ର ଐତିହ୍ୟ ତାଲିକାରେ । ଏହି ୩ଟି ସାଂସ୍କୃତିକ ପରମ୍ପରାକୁ ସ୍ଥାନ ଦେଇଛନ୍ତି କେନ୍ଦ୍ର ସରକାର । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାସହ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କ ଧନ୍ୟବାଦ ଜଣାଇଛନ୍ତି । ସଠିକ୍ ଖବର ସଠିକ୍ ସମୟରେ ପାଇବା ପାଇଁ ଡାଉନ୍ […]

You May Like

Pin It on Pinterest