ଆନନ୍ଦ ବଜାରରେ ବାହାର ବ୍ୟକ୍ତି ବିକ୍ରି କରିପାରିବେନି ମହାପ୍ରସାଦ ଓ ସୁଖିଲା ଭୋଗ

ବାସ୍ତବ ବ୍ୟୁରୋ: ଏଣିକି ମହାପ୍ରସାଦ ଓ ଶୁଖିଲା ଭୋଗ ବିକ୍ରି କରିପାରିବେ ନାହିଁ ବାହାର ବ୍ୟକ୍ତି । ନିୟମ ଉଲଂଘନ କରାଗଲେ ଥାନାରେ ଏତଲା ଦିଆଯିବା ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ । ଶ୍ରୀମନ୍ଦିର ଆନନ୍ଦ ବଜାରରେ ବିଶୃଙ୍ଖଳା ଘଟଣା ସାମ୍ନାକୁ ଆସିବା ପରେ ଏଭଳି ନିଷ୍ପତି ନିଆଯାଇଛି । ଏନେଇ ସୁଆର, ମହାସୁଆର ନିଯୋଗ ପକ୍ଷରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଏସପି, ଜିଲ୍ଲାପାଳ ଓ ସୁରକ୍ଷା ପ୍ରଶାସକଙ୍କୁ ଚିଠି ଦିଆଯାଇଛି ।

ସେୟାର କରନ୍ତୁ

Next Post

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Tue Jul 11 , 2023
ବାସ୍ତବ ବ୍ୟୁରୋ: ମୌସୁମୀ ନିମ୍ନ ଚାପ ରେଖା ଆଜି (ମଙ୍ଗଳବାର) ରାଜସ୍ଥାନର ଜଶେଲମେରରୁ ବାହାରି ସିକର, ଓରାଇ, ସୁଲତାନପୁର, ପାଟନା ଏବଂ ପଶ୍ଚିମବଙ୍ଗର ମାଲଦା ଦେଇ ପୂର୍ବଦିଗରେ ଅରୁଣାଚଳ-ପ୍ରଦେଶ ଯାଏଁ ଲମ୍ବିଛି ଏବଂ ଏହା ବାୟୁମଣ୍ଡଳରେ ୦.୯ କିଲୋମିଟର ଉଚ୍ଚତା ଯାଏଁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ବୁଧବାର ଅପରାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ […]

You May Like

Pin It on Pinterest