ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ

ବାସ୍ତବ ବ୍ୟୁରୋ: ଏହିକ୍ରମରେ ଆଜି ସକାଳେ ୪ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିଜେପିର ପ୍ରବାସ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିତ୍ୟାନନ୍ଦ ରାୟ ଓଡ଼ିଶା ଆସିଛନ୍ତି। ସେ ଭୁବନେଶ୍ୱରରୁ କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଓ ଅନୁଗୁଳ ଆଦି ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

ଏହି ୪ ସଂସଦୀୟ କ୍ଷେତ୍ରରେ ବିଜେପି ୨୦୧୯ ସାଧାରଣ ନିର୍ବାଚନରେ ହାରି ଦ୍ବିତୀୟ ସ୍ଥାନରେ ଥିଲା । ଯେଉଁ ସବୁ ସ୍ଥାନରେ ଗତ ଥର ଦଳ ହାରିଥିଲ, ସେହି ସ୍ଥାନରେ ବିଜେପି କିପରି ବୁଥ୍ ସ୍ତରରେ ମଜବୁତ ହେବ ସେଥିପାଇଁ ଉଦ୍ୟମ ଆରମ୍ଭ କରିଛି। 

ସେୟାର କରନ୍ତୁ

Next Post

ଘୁର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ 

Sun Jul 16 , 2023
ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ । ଉତର ଓଡିଶା-ପାଶ୍ୱର୍ବର୍ତୀ ପଶ୍ଚିମବଙ୍ଗ ଉପତ୍ୟକାରେ ଲଘୁଚାପ ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ା ପ୍ରଭୃତି ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର […]

You May Like

Pin It on Pinterest