ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପାଇଁ ଗଜପତିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ

ବାସ୍ତବ ବ୍ୟୁରୋ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପାଇଁ ଗଜପତିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ । ରତ୍ନଭଣ୍ଡାର ଖୋଲିବାକୁ ସରକାରଙ୍କୁ କମିଟି ଚିଠି ଲେଖୁ ବୋଲି ସେ କହିଛନ୍ତି । ରତ୍ନଭଣ୍ଡାର କେବେ ଖୋଲିବ ସରକାର ନିଷ୍ପତି ନେବେ ବୋଲି କହିଥିଲେ । ସେପଟେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ପରିଚାଳନା କମିଟି ବୈଠକରେ ଆଲୋଚନା ହୋଇଥିଲା ଏବଂ ଖୋଲିବାକୁ ସେ ନିବେଦନ କରିଛନ୍ତି ।

ସେୟାର କରନ୍ତୁ

Next Post

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା; ଆଗାମୀ ୫ ଦିନ ବର୍ଷାରୁ ନାହିଁ ନିସ୍ତାର ।

Fri Jul 21 , 2023
ବାସ୍ତବ ବ୍ୟୁରୋ: ଆଜି ସକାଳ ସମୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବତ୍ତୀ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏବଂ ଏହା ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତସଲଗ୍ନ ଓଡିଶା ଉପକୂଳରେ କେନ୍ଦ୍ରୀଭୂତ ଅଛି। ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶାର […]

You May Like

Pin It on Pinterest