ବିଧାନସଭା ପରିସରରେ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ….

ଆଦିତ୍ଯ ବେହେରା(ଭୁବନେଶ୍ବର):୦୯୵୧୦- ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୬ତମ ପୁଣ୍ୟ ଜନ୍ମତିଥି ଅବସରରେ ବିଧାନସଭା ପରିସରରେ,ଆୟୋଜିତ ଜୟନ୍ତୀ ଉତ୍ସବରେ,ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ,ଉପ ବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ,ସଂସଦୀୟ ବ୍ୟାପାର,ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୁଜାରୀ,ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ,ଶ୍ରୀ ଅନନ୍ତ ନାରାୟଣ ଜେନା,ବିଧାନସଭା ସଚିବ ଶ୍ରୀ ଦାଶରଥି ଶତପଥୀ ପ୍ରମୁଖ ଉପସ୍ଥିତ ରହି, ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।

ଏହି ଅବସରରେ ଶାସ୍ୱତୀ ସାମାଜିକ ଓ ସାଂସ୍କୃତିକ କେନ୍ଦ୍ର ପକ୍ଷରୁ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରାଯାଇଥିଲା।

ସେୟାର କରନ୍ତୁ

Next Post

ବିହାରରେ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା

Thu Oct 12 , 2023
ବାସ୍ତବ ବ୍ୟୁରୋ: ବିହାରର ବକ୍ସର ଜିଲ୍ଲାର ରଘୁନାଥପୁର ଷ୍ଟେସନରେ ଗତ ରାତି ଘଟିଛି ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା। ଟ୍ରାକରୁ ଟ୍ରେନ୍ ବାହାରିଯିବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି। ଏଥିରେ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ଗତ ରାତିରେ ଦିଲ୍ଲୀ ଆନନ୍ଦ ବିହାର ଷ୍ଟେସନରୁ ଗୁଆହାଟୀର କାମାକ୍ଷା ଷ୍ଟେସନ୍ ଯାଉଥିବା ନର୍ଥ ଇଷ୍ଟ ସୁପରଫାଷ୍ଟ ଏକ୍ସପ୍ରେସର ୨୧ଟି ବଗି ଲାଇନ୍‌ଚ୍ୟୁତ […]

You May Like

Pin It on Pinterest