ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ବାସ୍ତବ ବ୍ୟୁରୋ: ଫେବୃଆରୀ ୩ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆଜି ଏହି ସୂଚନା ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ଆଇଆଇଏମ୍‌ ସମ୍ବଲପୁରର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଆଇଆଇଏମ୍‌ କାର୍ଯ୍ୟକ୍ରମ ସହ କିଛି ଶିଳାନ୍ୟାସ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମ ରହିଛି। ଏହା ସହିତ ସେ ସାଧାରଣ ସଭାରେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

ପରବର୍ତ୍ତୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ଦଳୀୟ କାର୍ଯ୍ୟକ୍ରମ ନେଇ ସବିଶେଷ ତଥ୍ୟ ଦିଆଯିବ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

ସେୟାର କରନ୍ତୁ

Next Post

ଭାରତୀୟ ଜନତା ପାର୍ଟି ପକ୍ଷରୁ ନବ ମତଦାତା ଦିବସ ପାଳିତ....

Thu Jan 25 , 2024
ସଂଜୟ ଶତପଥୀ(କଟକ): ଭାରତୀୟ ଜନତା ଯୁବା ମୋର୍ଚ୍ଚା ତରଫରୁ ସାରା ଭାରତରେ ଆୟୋଜିତ ହେଉଥିବା ନବ ମତଦାତା ସମ୍ମିଳନୀ ରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଇଭ ଉଦବୋଧନ ଦେଇଥିଲେ . ଓଡିଶାରେ ୪୦୦ ଟି ସ୍ଥାନରେ ଏବଂ କଟକରେ ବାଇମୁଣ୍ଡି ଓ ବାରବାଟି ମଣ୍ଡଳ ତରଫରୁ ଏହି ଭବ୍ୟ କାର୍ଯ୍ୟକ୍ରମ କଟକ ନଗର ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ହରିଚନ୍ଦନ ନାୟକଙ୍କ ନେତୃତ୍ୱରେ ବିଡାନାସୀ,ଶ୍ରୀରାମ ମଣ୍ଡପରେ ଏବଂ ଗୋପାଳଜୀଉ […]

You May Like

Pin It on Pinterest