ପଦ୍ମଶ୍ରୀ ସମ୍ମାନୀତ ବ୍ୟକ୍ତି ବିଶେଷଙ୍କୁ ରାଜ୍ୟ ସରକାର ଦେବେ ମାସିକ ୨୫,୦୦୦

ଆଦିତ୍ଯ ବେହେରା(ଭୁବନେଶ୍ବର): ପଦ୍ମଶ୍ରୀ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି।

ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚଳିତ ବର୍ଷ ଅପ୍ରେଲ ମାସ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ।

ସେୟାର କରନ୍ତୁ

Next Post

କଟକ ଲୋକସଭା କ୍ଷେତ୍ରରେ ବିକଶିତ ଭାରତ ପ୍ରଚାର ଗାଡ଼ି

Wed Mar 13 , 2024
ସଂଜୟ ଶତପଥୀ(କଟକ): କଟକ ଲୋକସଭା କ୍ଷେତ୍ରରେ ବିକଶିତ ଭାରତ ପ୍ରଚାର ଗାଡ଼ି ।ଯଶ୍ଵସୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଜନହିତକର, ଲୋକାଭିମୁଖୀ ଓ ଜନକଲ୍ୟଣକାରୀ କାର୍ଯ୍ୟ ବିଷୟରେ ପ୍ରତି ଘରେ ଘରେ ପହଞ୍ଚାଇବା ପାଇଁ ବିକଶିତ ଭାରତ ପ୍ରଚାର ଗାଡ଼ି ଚୌଦ୍ଵାର କଟକ ବିଧାନସଭା ର ବରିଷ୍ଠ ବିଜେପି ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରଯୁକ୍ତ ନୟନ କିଶୋର ମହାନ୍ତି କଲେଜ ଛକ ସ୍ଥିତ ସୁବାଷ ବୋଷ ଙ୍କ […]

You May Like

Pin It on Pinterest