ମରୁଆବିଲି ପଞ୍ଚାୟତ ର ବିଜେପି କର୍ମୀ ବିଜୁ ଜନତା ଦଳରେ ଯୋଗ ଦେଲେ…

ପରଜଙ୍ଗ(୦୭/୦୫/୨୦୨୪): ପରଜଙ୍ଗ ନିର୍ବାଚନ ମଣ୍ଡଳୀର କଙ୍କଡ଼ାହାଡ଼ ବ୍ଲକ ମରୁଆବିଲି ଗ୍ରାମପଞ୍ଚାୟତ ର ବିଜେପି ଦଳ ର ,୩୦ ଜଣ କର୍ମୀ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁଶାସନ ଏବଂ ମାନ୍ୟବର ପରଜଙ୍ଗ ବିଧାୟକ ଡାକ୍ତର ନୃସିଂହ ଚରଣ ସାହୁଙ୍କ ନିର୍ମଳ ଭାବମୂର୍ତ୍ତି ଓ କାର୍ଯ୍ୟଦକ୍ଷତା ରେ ଅନୁପ୍ରାଣିତ ହୋଇ ଆଜି ବିଜେପି ଦଳ ଛାଡ଼ି ବିଜୁ ଜନତା ଦଳରେ ଡିହଡୋଳ ସ୍ଥିତ ବାସଭବନ ଠାରେ ଯୋଗଦାନ କଲେ ।ମାନ୍ୟବର ବିଧାୟକ ଡାକ୍ତର ନୃସିଂହ ଚରଣ ସାହୁ, ସେମାନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ବାଗତ କଲେ ।

ସେୟାର କରନ୍ତୁ

Next Post

ବ୍ରହ୍ମପୁର ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିଵଶଙ୍କର ଦାଶ (ପିଣ୍ଟୁ)ଙ୍କ ସାମ୍ବାଦିକ ସମ୍ମିଳନୀ

Tue May 7 , 2024
ବ୍ରହ୍ମପୁର: ବ୍ରହ୍ମପୁର ସହର ପାଇଁ ନିର୍ବାଚନୀ ସଙ୍କଳ୍ପପତ୍ର ଉନ୍ମୋଚନ କଲେ ଶ୍ରୀଯୁକ୍ତ ଶିଵଶଙ୍କର ଦାଶ। ସହର ଓ ସହରବାସୀ ଙ୍କ ସମସ୍ୟା ଉପରେ ଆଲୋକପାତ କରି କ୍ଷୋଭ ପ୍ରକାଶ କରିବା ସହିତ ସେ’ ବିଜୟ ହାସଲ କଲେ ସହରର ପ୍ରତ୍ୟେକ ଅଞ୍ଚଳ ବୁଲିବେ ଓ ଲୋକଙ୍କ ସହିତ ସିଧା ଆଲୋଚନା କରି ସମସ୍ୟାର ସମାଧାନ କରିବେ ବୋଲି ଜଣାଇଛନ୍ତି ଶ୍ରୀଯୁକ୍ତ ଦାଶ। ବ୍ରହ୍ମପୁର ବିଧାନସଭା କ୍ଷେତ୍ରର ବିଜେପି ପ୍ରାର୍ଥୀ କେ.ଅନୀଲ […]

You May Like

Pin It on Pinterest