ମନୋଜ ଆହୁଜା ହେଲେ ମୁଖ୍ୟ ଶାସନ ସଚିବ…

ଭୁବନେଶ୍ୱର ୨୮ /୦୬(ଗୌତମ ମିଶ୍ର ):କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ବରିଷ୍ଠ ପ୍ରଶାସକ ଶ୍ରୀ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ଶ୍ରୀ ପି କେ ଜେନା ଜୁନ ୩୦ ତାରିଖରେ ଅବସର ଗ୍ରହଣ କରିବା ପରେ ଶ୍ରୀ ଆହୁଜା ଦାୟିତ୍ଵ ଗ୍ରହଣ କରିବେ।
ଏହା ସହିତ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ଵ ଗ୍ରହଣ କରିବେ।

ସେୟାର କରନ୍ତୁ

Next Post

ଜଳ ଶକ୍ତି ଅଭିଯାନ-୨୦୨୪ “କ୍ୟାଚ-ଦି-ରେନ୍” ପରିପ୍ରେକ୍ଷୀରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ...

Sat Jun 29 , 2024
ଭୁବନେଶ୍ୱର ୨୮/୦୬(ନି.ପ୍ର):ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳ ସଂପଦ ବିଭାଗ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଜଳ ଶକ୍ତି ଅଭିଯାନ-୨୦୨୪ “କ୍ୟାଚ-ଦି-ରେନ୍” ପରିପ୍ରେକ୍ଷୀରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଆପରାହ୍ନରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜଳ ସଂରକ୍ଷଣ କ୍ଷେତ୍ରରେ ମହିଳାମାନଙ୍କର ଗୁରୁତ୍ୱପୂର୍ଣ୍ଣ ଯୋଗଦାନକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଜଳଶକ୍ତି ଅଭିଯାନର ଥିମ୍‌ ରହିଛି ‘ନାରୀ ଶକ୍ତି ସେ ଜଳ […]

You May Like

Breaking News

Pin It on Pinterest