ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା । 

ବାସ୍ତବ ବ୍ୟୁରୋ: ଅଗଷ୍ଟ ୯ ତାରିଖ ହେଉଛି ଭାରତ ଛାଡ଼ ଆନ୍ଦୋଳନ ଦିବସ। ଏହି ଦିନକୁ ଭାରତର ସ୍ୱାଧୀନତା ଆନ୍ଦୋଳନରେ କ୍ରାନ୍ତି ଦିବସ ଭାବେ ମଧ୍ୟ ପାଳନ କରାଯାଏ। ସହିଦ ସ୍ମାରକୀ ସ୍ୱାଧୀନତା ସଂଗ୍ରାମୀ ସଦନ ଠାରେ ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତି ପକ୍ଷରୁ ଆୟୋଜିତ କ୍ରାନ୍ତି ଦିବସ ସମାରୋହରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ଼ ଘୋଷଣା। କୁଟୁମ୍ବ ଯୋଜନାରେ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ଦିଆଯିବ। ଏନେଇ  ଖୁବ୍ ଶୀଘ୍ର ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ।

ସେୟାର କରନ୍ତୁ

Next Post

ସୁପ୍ରିମକୋର୍ଟଙ୍କ ମନୀଷ ସିସୋଦିଆଙ୍କୁ ଜାମିନ ପ୍ରଦାନ....

Fri Aug 9 , 2024
ନୂଆଦିଲ୍ଲୀ: ୧୬ ମାସ ପରେ ଜେଲରୁ ବାହାରିଲେ ଅବକାରୀ ନୀତି ମାମଲାରେ ଗିରଫ ହୋଇଥିବା ଆପ୍ ନେତା ମନିଷ୍ ସିଶୋଦିଆ।ସୁପ୍ରିମକୋର୍ଟ ମନୀଷ ସିସୋଦିଆଙ୍କୁ ଜାମିନ ପ୍ରଦାନ କରିଛନ୍ତି। କୋର୍ଟ ସର୍ତ୍ତ ଅନୁଯାଇ ତାଙ୍କ ପାସପୋର୍ଟ ସମର୍ପଣ କରିବାକୁ ଏବଂ ସାକ୍ଷୀମାନଙ୍କୁ ପ୍ରଭାବିତ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯେତେବେଳେ ସୁପ୍ରିମକୋର୍ଟ ମନୀଷ ସିସୋଦିଆଙ୍କୁ ଜାମିନ ପ୍ରଦାନ କରିଥିଲେ, ସେତେବେଳେ ଇଡି ଓକିଲ ଦାବି କରିଥିଲେ ଯେ, ପୂର୍ବତନ ମନ୍ତ୍ରୀଙ୍କୁ ଦିଲ୍ଲୀ […]

You May Like

Breaking News

Pin It on Pinterest