ରାଜ୍ୟରେ ୧୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ବାସ୍ତବ ବ୍ୟୁରୋ: ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୧୮ ତାରିଖ ଠାରୁ ପାଗ ବଦଳିବ। ଆଗାମୀ ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ରଣର ବର୍ଷା ହେବ। ସେହିପରି ଆସନ୍ତାକାଲି ପାଇଁ ହାଲୁକାରୁ ମଧ୍ୟମଧରଣ ବର୍ଷା ସହ ଘଡଘଡି ପାଇଁ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେଉଁଝର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାକୁ ଆଲର୍ଟ କରଯାଇଛି।

ସେୟାର କରନ୍ତୁ

Next Post

ମୁଖ୍ୟମନ୍ତ୍ରୀ ମାଝୀଙ୍କ ବଡ ଘୋଷଣା : ଶ୍ରୀକ୍ଷେତ୍ରକୁ ଗମନା ଗମନା ସୁଗମ କରିବା ପାଇଁ ଭୁବନେଶ୍ୱର-ପୁରୀ ରାସ୍ତା ହେବ ୬ ଲେନ୍‌

Tue Aug 13 , 2024
ବାସ୍ତବ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଭେଟିଥିଲେ। ରାଜ୍ୟରେ ୫୧ଟି ଜାତୀୟ ରାଜପଥ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ। ତାଙ୍କ ସହ ରାଜ୍ୟ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ବିଭାଗୀୟ ଅଧିକାରୀମାନେ ଯାଇଥିଲେ। କେନ୍ଦ୍ର ସଡକ, ପରିବହନ ମନ୍ତ୍ରୀଙ୍କୁ ଭେଟିବା ପରେ ବଡ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀ କହିଛନ୍ତି […]

You May Like

Pin It on Pinterest