ଭଲ ଖବର:ରାଜ୍ୟରେ ସୁସ୍ଥ ହେଲେ ୧୪ କରୋନା ଆକ୍ରାନ୍ତ

ବାସ୍ତବ ବ୍ୟୁରୋ-ରାଜ୍ୟରେ ଏକାଥରେ ସୁସ୍ଥ ହେଲେ ୧୪ କରୋନା ଆକ୍ରାନ୍ତ । ୧୪ଜଣ କରୋନାରେ ଆକ୍ରାନ୍ତ ଥିବା ସୁସ୍ଥ ହୋଇଛନ୍ତି । ୧୪ଜଣଙ୍କ ମଧ୍ୟରେ କେନ୍ଦ୍ରାପଡ଼ାରେ ଜଣେ ହୋଇଥିବା ବେଳେ ଭୁବନେଶ୍ୱରର ୩, ବାଲେଶ୍ୱରର ୩ ଓ ଭଦ୍ରକରେ ୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଏଥି ସହିତ କେନ୍ଦ୍ରାପଡ଼ା ଜିଲ୍ଲା କରୋନା ମୁକ୍ତ ହୋଇଛି । ପୂର୍ବରୁ ଏହି ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଜି ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । 

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ବଢିଲା ଲକଡାଉନ୍ ଅବଧି...ମେ ୧୭ ପର୍ଯ୍ୟନ୍ତ ଘୋଷଣା କଲା ଗୃହ ମନ୍ତ୍ରାଳୟ

Fri May 1 , 2020
ବାସ୍ତବ ବ୍ୟୁରୋ-ଦେଶରେ ତୃତୀୟଥର ବଢ଼ିଲା ଲକଡାଉନ୍ ଅବଧି । ଲକଡାଉନ୍ ଅବଧି ଆସନ୍ତା ୩ ତାରିଖରେ ଶେଷ ହେବାକୁ ଥିବାବେଳେ କେନ୍ଦ୍ର ସରକାର ଲକଡାଉନ୍ ଅବଧିକୁ ଆଉ ୨ ସପ୍ତାହ ପାଇଁ ବଢାଇଦେଇଛନ୍ତି । ଦେଶରେ ସଂକ୍ରମିତ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଏହା ଫଳରେ ଆସନ୍ତା ମେ ୧୭ ପର୍ଯ୍ୟନ୍ତ ଲକଡାଉନ୍ ଜାରି ରହିବ । ତେବେ ଏଥର ଗ୍ରୀନ ଜୋନ […]

You May Like

Pin It on Pinterest