୭ ଓ ୧୪ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ବାସ୍ତବ ବ୍ୟୁରୋ: ପ୍ରତ୍ୟେକ ସୋମବାର ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ହେଉଥିବା ଅଭିଯୋଗ ଶୁଣାଣି ୨ ଦିନ ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି କୁହାଯାଇଛି। ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ କାର୍ଯ୍ୟ ଥିବାରୁ ଶୁଣାଣି ବନ୍ଦ ରହିବ। ଏଥିସହ ୧୪ ତାରିଖରେ ଦୁର୍ଗାପୂଜା ଭସାଣି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଇ ସୂଚନା ଦିଆଯାଇଛି।

ସେୟାର କରନ୍ତୁ

Next Post

ହାଇକୋର୍ଟ ସମେତ ସମସ୍ତ ଅଦାଲତରେ ଖୁବଶୀଘ୍ର ନିଯୁକ୍ତ ହେବେ ସରକାରୀ ଓକିଲ: ମନମୋହନ ସାମଲ...

Sat Oct 5 , 2024
ହାଇକୋର୍ଟ ସମେତ ସମସ୍ତ ଆଇନ ଅଦାଲତ ମାନଙ୍କରେ ଖୁବଶୀଘ୍ର ସରକାରୀ ଓକିଲ ନିଯୁକ୍ତି ହବାପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି କହିଛନ୍ତି, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେୟାର କରନ୍ତୁ

You May Like

Pin It on Pinterest