ଚଳିତ ମାସରେ ସରୁଛି ରାଜ୍ୟର ତିନି ବିଶ୍ୱ ବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ

ବାସ୍ତବ ବ୍ୟୁରୋ: ଚଳିତ ମାସରେ ଓଡ଼ିଶାର ତିନି ବିଶ୍ୱ ବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳ ଶେଷ ହେଉଛି । ଉତ୍କଳ ବିଶ୍ୱ ବିଦ୍ୟାଳୟ, ରମାଦେବୀ ଦେବୀ ବିଶ୍ୱ ବିଦ୍ୟାଳୟ ଓ ଗଙ୍ଗାଧର ମେହେର ବିଶ୍ୱ ବିଦ୍ୟାଳୟର କୁଳପତିଙ୍କ ସରିବ କାର୍ଯ୍ୟକାଳ । ଓଡ଼ିଶା ୟୁନିଭରସିଟି ଆକ୍ଟ ୧୯୮୯ ଅନୁଯାୟୀ କୁଳପତି ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିବା ପାଇଁ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ଦ୍ୱାରା ଉଚ୍ଚ ଶିକ୍ଷା ବିଭଗ ସଚିବଙ୍କୁ ଚିଠି କରାଯାଇଛି ।

ସେୟାର କରନ୍ତୁ

Next Post

୭୯ ତମ ଓଡ଼ିଶା ପୋଲିସ୍ ଫୁଟବଲ ପ୍ରତିଯୋଗିତା ଉଦଯାପିତ...

Tue Nov 12 , 2024
ସଂଜୟ ଶତପଥୀ(କଟକ): ଓଡ଼ିଶା ପୋଲିସ୍ ବିଭାଗ ପକ୍ଷରୁ ସପ୍ତଦିବସୀୟ ରାଜ୍ୟସ୍ତରୀୟ ଫୁଟବଲ୍ ପ୍ରତିଯୋଗିତାର ଉଦଯାପନୀ ଉତ୍ସବ କଟକର ଓ.ଏମ୍.ପି ଛକ ସ୍ଥିତ ୬ଷ୍ଠ ସଶସ୍ତ୍ର ଆରକ୍ଷୀ ସୁରକ୍ଷା ବଳ ପରିସରରେ ଦୁର୍ଗପତି ଶ୍ରୀ ସୂର୍ଯ୍ୟନାରାୟଣ ମଲ୍ଲିକ ଙ୍କ ସଭାପତିତ୍ବରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଭବ୍ୟ ଉଦଯାପନ ଉତ୍ସବ ରେ ମୂଖ୍ୟ ଅତିଥି ଭାବେ ଓଡ଼ିଶା ପୋଲିସ୍ ବିଭାଗ ର ଅତିରିକ୍ତ ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ସଞ୍ଜୟ କୁମାର […]

You May Like

Pin It on Pinterest