ବଢ଼ିଲାପୋଲିସ କର୍ମଚାରୀଙ୍କ ଭତ୍ତା…

କନଷ୍ଟେବଲଙ୍କ ଠାରୁ ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇ ଗୁଣ ବୃଦ୍ଧି ।
ଇନ୍ସପେକ୍ଟରଙ୍କ ପୋଷାକ ଭତ୍ତା ୪୩୦୦ରୁ ୮୬୦୦ ଟଙ୍କାକୁ ବଢ଼ିଲା।
SI, ASIଙ୍କ ପୋଷାକ ଭତ୍ତା ୪୨୦୦ରୁ ୮୪୦୦ ଟଙ୍କା ହେଲା
ହାବିଲଦାର, କନଷ୍ଟେବଲ ଓ ସିପାହୀଙ୍କ ୫ ହଜାରରୁ ୧୦ ହଜାରକୁ ବୃଦ୍ଧି
ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସର ଏକ୍ସ ଆର୍ମି କର୍ମଚାରୀଙ୍କ ୧୧୮୦୦କୁ ବୃଦ୍ଧି
କନଷ୍ଟେବଲ, ସିପାହୀଙ୍କ ବାର୍ଷିକ ପ୍ରୋତ୍ସାହନ ରାଶି ୨୫ ହଜାରକୁ ବୃଦ୍ଧି
ହାବିଲଦାରଙ୍କ ପ୍ରୋତ୍ସାହନ ରାଶି ୩୦ ହଜାର ଟଙ୍କାକୁ ବୃଦ୍ଧି

ସେୟାର କରନ୍ତୁ

Next Post

୨୯ ଯାଏ ଜାଳିବ ତାତି.....

Fri Apr 25 , 2025
ବାସ୍ତବ ବ୍ୟୁରୋ : ତତଲା କଡେଇରେ ଭାଜି ହେଉଛି ଓଡ଼ିଶା । ଆହୁରି ୫ ଦିନ ଯାଏ ଏମିତି ଜଳିବ ସାରା ଓଡ଼ିଶା । ମଝିରେ ମଝିରେ କାଳବୈଶାଖୀ ଆଶ୍ବସ୍ତି ଆଣିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।  ଆସନ୍ତା ୨୪ ଘଣ୍ଟା ପାଇଁ  ଝାରସୁଗୁଡା, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀର ୪ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି  ପାଣିପାଗ ବିଭାଗ।  ସୋନପୁର, ବରଗଡ଼, […]

You May Like

Pin It on Pinterest