ବଢ଼ିଲାପୋଲିସ କର୍ମଚାରୀଙ୍କ ଭତ୍ତା…

କନଷ୍ଟେବଲଙ୍କ ଠାରୁ ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇ ଗୁଣ ବୃଦ୍ଧି ।
ଇନ୍ସପେକ୍ଟରଙ୍କ ପୋଷାକ ଭତ୍ତା ୪୩୦୦ରୁ ୮୬୦୦ ଟଙ୍କାକୁ ବଢ଼ିଲା।
SI, ASIଙ୍କ ପୋଷାକ ଭତ୍ତା ୪୨୦୦ରୁ ୮୪୦୦ ଟଙ୍କା ହେଲା ।
ହାବିଲଦାର, କନଷ୍ଟେବଲ ଓ ସିପାହୀଙ୍କ ୫ ହଜାରରୁ ୧୦ ହଜାରକୁ ବୃଦ୍ଧି।
ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସର ଏକ୍ସ ଆର୍ମି କର୍ମଚାରୀଙ୍କ ୧୧୮୦୦କୁ ବୃଦ୍ଧି।
କନଷ୍ଟେବଲ, ସିପାହୀଙ୍କ ବାର୍ଷିକ ପ୍ରୋତ୍ସାହନ ରାଶି ୨୫ ହଜାରକୁ ବୃଦ୍ଧି।
ହାବିଲଦାରଙ୍କ ପ୍ରୋତ୍ସାହନ ରାଶି ୩୦ ହଜାର ଟଙ୍କାକୁ ବୃଦ୍ଧି
।

ସେୟାର କରନ୍ତୁ

Next Post

୨୯ ଯାଏ ଜାଳିବ ତାତି.....

Fri Apr 25 , 2025
ବାସ୍ତବ ବ୍ୟୁରୋ : ତତଲା କଡେଇରେ ଭାଜି ହେଉଛି ଓଡ଼ିଶା । ଆହୁରି ୫ ଦିନ ଯାଏ ଏମିତି ଜଳିବ ସାରା ଓଡ଼ିଶା । ମଝିରେ ମଝିରେ କାଳବୈଶାଖୀ ଆଶ୍ବସ୍ତି ଆଣିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।  ଆସନ୍ତା ୨୪ ଘଣ୍ଟା ପାଇଁ  ଝାରସୁଗୁଡା, ସମ୍ବଲପୁର, ବୌଦ୍ଧ ଓ ବଲାଙ୍ଗୀର ୪ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି  ପାଣିପାଗ ବିଭାଗ।  ସୋନପୁର, ବରଗଡ଼, […]

You May Like

Pin It on Pinterest